-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ଦାରିଙ୍ଗବାଡିରେ କଂଗ୍ରେସର ସାଙ୍ଗଠନିକ ବୈଠକ :ସମଗ୍ର ଜିଲ୍ଲାରେ କଂଗ୍ରେସକୁ ମଜବୁତ କରିବାକୁ ପରାମର୍ଶ

09-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଡୁଲୁରି ପାଇନ ବଣଠାରେ ବ୍ଲକ ଅଧ୍ୟକ୍ଷା ରୁଦା ମଲିକଙ୍କ ନେତୃତ୍ୱରେ କଂଗ୍ରେସ ଦଳର ସାଙ୍ଗଠନିକ ବୈଠକ ଏବଂ ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି  ବୈଠକରେ ଭାରତୀୟ ଜାତୀୟ କଂଗ୍ରେସର ଦଳକୁ ମଜବୁତ କରିବା ପାଇଁ ଆଲୋଚନା କରାଯାଇଥିଲା l ଏଥିରେ  ଦାରିଙ୍ଗବାଡି ବ୍ଲକ ସଭାପତି ପ୍ରଦୀପ ନାୟକ ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ ଯୋଗ ଦେଇଥିଲେ ସେହିଭଳି ସମ୍ମାନିତ ଅତିଥି ଭାବରେ ଟିକାବାଲି ବ୍ଲକ କଂଗ୍ରେସ ସଭାପତି ଗୋକୁଳ ପ୍ରଧାନ, ରାଇକିଆ କଂଗ୍ରେସ ବ୍ଲକ ସଭାପତି ପୀତବାସ ପ୍ରଧାନ, ସମ୍ପାଦକ ମନୋଜ ଦିଗାଲ , ମଣ୍ଡାକିଆ ସମିତି ସଭ୍ୟା କ୍ରିଷ୍ଣା ପ୍ରଧାନ, ବକଲା ପ୍ରଧାନ,ନିବେଦିତା ଦିଗାଲ, ସେନ୍ତୁରିଆନ ନାୟକ ପ୍ରମୁଖ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ୪ ଜଣ ବିଜେଡି କର୍ମୀ କଂଗ୍ରେସରେ ଯୋଗଦେଇଥିଲେ l ଏଥିସହିତ ବୈଠକରେ ଆଗାମୀ ତ୍ରିସ୍ତରିୟ ପଞ୍ଚାୟତ ନିର୍ବାଚନକୁ ଆଖି ଆଗରେ ରଖି ପ୍ରତି ପଞ୍ଚାୟତରେ କମିଟି ଗଠନ କରି ଦଳକୁ ସୁଦୃଢ କରିବା ପାଇଁ ଆଲୋଚନା ହୋଇଥିଲା । ଏଥି ସହିତ ନୂତନ ଭାବେ ଚୟନ ହୋଇଥିବା କଂଗ୍ରେସ କର୍ମକର୍ତା ମାନଙ୍କୁ ସମ୍ବର୍ଦ୍ଧନା କରାଯିବ ସହିତ ଜିଲ୍ଲା ସଭାପତି ଅନାମ ନାୟକ ଙ୍କ ଦ୍ଵାରା ପଦବୀପତ୍ର ପ୍ରଦାନ କରାଯାଇଥିଲା । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କାଳି ପ୍ରସାଦ ମଳିକ, ଶ୍ୟାମଘନ ପ୍ରଧାନ, ସୁରେନ୍ଦ୍ର ସାହୁ, ମିନୁରା ପ୍ରଧାନ, ଶ୍ୟାମସନ ଦିଗାଲ ପ୍ରମୁଖ ଶତାଧିକ କଂଗ୍ରେସ କର୍ମୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like