-+91-9937148622 |

prerana_bgr@rediffmail.com |

  Tuesday 16th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||      ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ    (15-Jun-2026)       ||      *କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   (15-Jun-2026)       ||      ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   (15-Jun-2026)       ||      ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   (15-Jun-2026)       ||      ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   (15-Jun-2026)       ||      ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||     

HOME   ରାଜ୍ୟ

ମହାଶିବରାତ୍ରୀ ଲାଗି କଟକଣା ଜାରି କଲେ ରାଜ୍ୟ ସରକାର

10-Mar-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) : ଆସନ୍ତାକାଲି ମହାଶିବରାତ୍ରୀ। ଜାଗରରେ ମହାଦେବଙ୍କ ଦର୍ଶନ ସହ ଉପବାସ ରଖି ଦୀପ ଜାଳିଥାନ୍ତି ଭକ୍ତ। ତେବେ ଚଳିତ ବର୍ଷ ଜାଗର ପାଇଁ ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ମନ୍ଦିର ପରିସର ଓ ବାହାରେ ଶ୍ରଦ୍ଧାଳୁଙ୍କ ଗହଳିକୁ ବାରଣ କରାଯିବା ସହ ମେଳାକୁ ମନା କରାଯାଇଛି। ନିୟମ ଉଲ୍ଲଘଂନ କଲେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପକ୍ଷେ, ପ୍ରଭୁ ଲିଙ୍ଗରାଜଙ୍କ ଜାଗର ପାଳନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ହୋଇଛି। ମନ୍ଦିର ବାହାରେ ୨ ଶହ ମିଟର ଯାଏ ଲମ୍ବା ବ୍ୟାରିକେଡ୍, ଭିତରେ ଭକ୍ତଙ୍କ ଭିଡ଼ ଏଡାଇବାକୁ ସ୍ୱତନ୍ତ୍ର ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ମନ୍ଦିର ପରିସର ଓ ବାହାରେ ଟେଣ୍ଟ ବି ଲଗାଯାଇଛି। ଗତକାଲିଠାରୁ ସେବାୟତଙ୍କ କୋଭିଡ୍ ଟେଷ୍ଟ ଆରମ୍ଭ ହୋଇଛି। ମନ୍ଦିର ଭିତର ସେବାରେ ନିୟୋଜିତ ସମସ୍ତ ସେବାୟତଙ୍କ କରୋନା ଟେଷ୍ଟ୍‌ କରାଯିବ। ଟ୍ରଷ୍ଟ ବୋର୍ଡର ସଦସ୍ୟ, ଫୁଲ ଦୋକାନୀ ଓ ପୋଲିସ୍‌ ଅଧିକାରୀଙ୍କର ବି କୋଭିଡ୍ ଟେଷ୍ଟ ହେବ।

ମହାଶିବରାତ୍ରୀକୁ ନେଇ ବାଲେଶ୍ୱରରେ ବି ଜାରି ହୋଇଛି କଟକଣା। ଜିଲ୍ଲାର ସମସ୍ତ ଧାର୍ମିକ ସ୍ଥଳ ଓ ମନ୍ଦିରରେ ଭିଡ଼ ନକରିବାକୁ କଡ଼ା ନିର୍ଦେଶ ରହିଛି। ଠାକୁରଙ୍କ ନୀତିକାନ୍ତି ପାଇଁ କେବଳ ପୂଜକ ଓ ସେବାୟତଙ୍କୁ ଅନୁମତି ମିଳିଛି। ଜାଗର ଦିନ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା   15-Jun-2026
  ଜିଲ୍ଲା  
ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   15-Jun-2026
  ଜିଲ୍ଲା  
ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ ଉଦ୍ୟମ ପଣ୍ଡ ଗଞ୍ଜେଇ ସହ ଟ୍ରାକ୍ଟର ଜବତ, ଚାଳକ ଗିରଫ   15-Jun-2026
  ଜିଲ୍ଲା  
*କୋଷାଗୁମୁଡ଼ାରେ ଦୁଷ୍କର୍ମ ପରେ ଯୁବତୀଙ୍କୁ ହତ୍ୟା ଅଭିଯୋଗ, ପୋଲିସର ତଦନୁ ଜାରି*   15-Jun-2026
  ଜିଲ୍ଲା  
ଏସ୍. ଏନ୍. କ୍ଲାସେସ୍ ର ଗ୍ରୀଷ୍ମକାଳୀନ ଉଜ୍ଜାପନି ଉତ୍ସବ ପାଳିତ   15-Jun-2026
  ଜିଲ୍ଲା  
ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ସ୍ୱଚ୍ଛତା ଅଭିଯାନ କାର୍ଯ୍ଯ କ୍ରମ   15-Jun-2026
  ଜିଲ୍ଲା  
ବଲାଙ୍ଗିରରେ ପଞ୍ଚାୟତିରାଜ ମନ୍ତ୍ରୀଙ୍କୁ ନାଗରିକ କମିଟୀର ଦାବୀପତ୍ର ପ୍ରଦାନ   15-Jun-2026
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026

You Might Also Like