-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||     

HOME   ରାଜ୍ୟ

ନୂଆପଡ଼ା : ଫୋକସରେ ପଶ୍ଚିମ ଓଡିଶା । ନୂଆପଡ଼ାକୁ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ

10-Mar-2021



ନୂଆପଡ଼ା (ପ୍ରେରଣା ଖବର ବ୍ୟୁରୋ) ଫୋକସରେ ପଶ୍ଚିମ ଓଡିଶା । ନୂଆପଡ଼ାକୁ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ନୂଆପଡା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନୂଆପଡ଼ାରେ ୨ ହଜାର କୋଟି ଟଙ୍କାରେ ନିର୍ମିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ଲୋୟର ଇନ୍ଦ୍ର ସହିତ ପାଖାପାଖି ୨ ହଜାର କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ, ରାସ୍ତା ଉନ୍ନତିକରଣ,ବିଜୁ ସେତୁ ଯୋଜନା,ପାନୀୟ ଜଳ ପାଇଁ ମେଗା ପ୍ରୋଜେକ୍ଟ ଭଳି ଅନେକ ପ୍ରକଳ୍ପ ର ଶୁଭ ଉଦଘାଟନ ସହ ଶିଳାନ୍ୟାସ କରିଛନ୍ତି । ନୂଆପଡା ଗୋତମା ଏୟାର ଷ୍ଟ୍ରିପ୍ ରେ ପହଞ୍ଚିବା ପରେ ଏହି ପ୍ରକଲ୍ପକୁ ଲୋକାର୍ପଣ କରିଥିଲେ । ଏହା ପରେ ଖଡିଆଳ ସ୍ଥିତ ରାଜା ଏଟି ହାଇସ୍କୁଲ ପଡିଆରେ ଆୟୋଜିତ ଜନସଭାରେ ଯୋଗଦେଇଥିଲେ ନବୀନ ।

ନୂଆପଡାବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସମୟରେ ନବୀନ କହିଛନ୍ତି ଯେ ସ୍ବାଧୀନତା ସଂଗ୍ରାମରେ ନୂଆପଡାର ଭେଲା ଗାଁର ମହିଳାମାନଙ୍କର ଅନନ୍ୟ ଅବଦାନ ରହିଥିଲା। ଏଣୁ ଏଠାରେ ସଂଗ୍ରୀମୀଙ୍କ ସ୍ମୃତି ସ୍ଥଳ କରାଯିବ। ନୂଆପଡ଼ା ଏବେ ମରୁଡ଼ିରୁ ସବୁଜିମାର ଉଦାହଣ ହୋଇଛି। ଏଠାକାର ଫ୍ଲୋରାଇଡ ସମସ୍ୟା ପାଇଁ ଲୋକେ ପିଇବା ପାଣି ପାଉନଥିଲେ ଏବେ କିନ୍ତୁ ୫୫ ପ୍ରତିଶତ ଘରକୁ ପିଇଇବା ପାଣି ପହଞ୍ଚିପାରିଛି।

୨୦୨୨ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋୟର ଇନ୍ଦ୍ର ପ୍ରକଳ୍ପ ଯୋଗୁଁ ନୂଆପଡ଼ାର କୋମନା, ଖଡ଼ିଆଳ ଓ ବଲାଙ୍ଗିରର ବଙ୍ଗୋମୁଣ୍ଡା ମୁରିବାହାଲ ଓ ଟିଟଲାଗଡ଼ ବ୍ଲକର ୨୦୦ଟି ଗାଁର ୧ ଲକ୍ଷ ୮୦ ହଜାର ଲୋକ ଉପକୃତ ହେବେ ବୋଲି ସେ ସୂଚନା ଦେଇଛନ୍ତି। ଲୋୟର ଇନ୍ଦ୍ର ସାଇଟରେ ଏକ ସାଇନ୍ ସ ପାର୍କ ଏବଂ ମ୍ୟୁଜିୟମ କରାଯିବ ଏବଂ ନୂଆ ପଡ଼ାରେ ଇନଡୋର ଷ୍ଟାଡିୟମ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026

You Might Also Like