-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||     

HOME   ଜିଲ୍ଲା

ବମରାଜ କ୍ରିକେଟ ଉଦଯାପିତ, ସହରାପାଲି ଚାମ୍ପିଅନ

10-Mar-2021



ଉଲୁଣ୍ଡା(ଗୋରଚନ୍ଦ୍ର ପରିଛା): ଉଲୁଣ୍ଡା ବ୍ଲକ କାଦୋଦର ପଂଚାୟତର ବମରାଜ ଠାରେ ଆୟୋଜିତ ହୋଇଥିବା କ୍ରିକେଟ ଟୁର୍ଣ୍ଣମେଂଟ ଉଦଯାପିତ ହୋଇଯାଇଛି । ସ୍ଥାନୀୟ କ୍ରିକେଟ ଏସୋସିଏସନ ପକ୍ଷରୁ ଆୟୋଜିତ ହୋଇଥିବା ଏହି ଟୁର୍ଣ୍ଣାମେଂଟରେ ହିଲୁଙ୍ଗକୁ ହରାଇ ସହରାପାଲି ଚାମ୍ପିଅନ ହୋଇଛି । ପ୍ରଥମେ ସମିରେ ଗୁଂଜିପାଲିକୁ ହରାଇ ସହରାପାଲି ଏବଂ ଦ୍ୱିତୀୟ ସେମିରେ ହରିଣାପଲିକୁ ହରାଇ ହିଲୁଙ୍ଗ ଦଳ ଫାଇନାଲରେ ପ୍ରବେଶ କରିଥିଲେ । ଫାଇନାଲ ଖେଲ ତିନୋଟି ଫର୍ମାଟରେ ହୋଇଥିଲା । ଏଥିରେ ସହରାପାଲି ଏବଂ ହିଲୁଙ୍ଗ ଦଲ ଗୋଟିଏ ଲେଖାଁଏ ମ୍ୟାଚ ନିଜୟୀ ହୋଇଥିବା ବେଳେ ତୃତୀୟ ଫର୍ମାଟରେ ହିଲୁଙ୍ଗ ଦଲ ସମସ୍ତ ଉଇକେଟ ହରାଇ ୧୧ ରନ କରିଥିବା ବେଳେ ସହରାପାଲି ଦଲ ୧ ଉଇକେଟ ହରାଇ ଆବଶ୍ୟକ ରନ କରି ଚାମ୍ପିଅନ ହୋଇଥିଲା । ଖେଳକୁ ମନୋଜ ପଣ୍ଡା ଏବଂ ମଦନ ଗୋପାଲ ନାଏକ ପରିଚାଲନା କରିଥିଲେ । ବିମ୍ବାଧର କର୍ଣ୍ଣ ଧାରାବିବରଣୀ ପ୍ରଦାନ କରିଥିବା ବେଲେ ପପୁନ କଲତା ସ୍କୋରର ଦାଇତ୍ୱ ତୁଲାଥିଲେ । ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବରେ ବରିଷ୍ଠ ଆଇନଜିବୀ ରାଧାକାନ୍ତ ମହାକୁର, ଓସିଏ ଆମ୍ପାୟାର ଶ୍ୟାମ ଶୁନ୍ଦର ପଣ୍ଡା, ଘନଶ୍ୟାମ ବାଘ, ପିଇଓ ସରୋଜ ନନ୍ଦ ଅତିଥି ଭାବରେ ଯୋଗଦେଇ ବିଜେତା ସହରାପାଲି ଓ ଉପବିଜେତା ହିଲୁଙ୍ଗ ଦଳକୁ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ । ପିଙ୍କୁ ଦନ୍ତା, ଶରତ ପଧାନ, ଆନନ୍ଦ ଚନ୍ଦ୍ର ଗୁରୁ, ତପନ ମହାକୁର, ମହାଦୀପ  ମହାକୁର, କିର୍ତୀ ମହାକର, ରିଙ୍କୁ ଝାଙ୍କର, ଝରିଆ ମହାକୁର, ଦେବାରଂଜନ ବଘାର, ଶିବ ବାରିକ, ଦାମୋଦର ସେଠୀ,  ସଦାନନ୍ଦ ସିଂ, ଦେବାର କର୍ଣ୍ଣ, ଦେବରଂଜନ କର୍ଣ୍ଣ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026

You Might Also Like