-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ପୂର୍ବତନ ଛାତ୍ରୀ ଇର୍ଷିତା ଓଜେଏସ୍ ଟପ୍ପର୍‌

10-Mar-2021



ବରଗଡ଼: ଚଳିତ ବର୍ଷ ଓପିଏସ୍‌ସି ଦ୍ୱାରା ଆୟୋଜିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ବିକାଶ ଜୁନିୟର୍ କଲେଜ (ବର୍ତମାନର ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ) ରେ ୨୦୧୧-୧୩ ବ୍ୟାଚ୍‌ରେ ଅଧ୍ୟୟନ କରିଥିବା ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରୀ ଇର୍ଷିତା କେଶରୱାନୀ ଟପ୍ପର୍ ହୋଇଛନ୍ତି । ଇର୍ଷିତା ସମ୍ବଲପୁର ଜିଲ୍ଲାର ଗଡ଼ପୋଷ ଗ୍ରାମର ସଞ୍ଜୟ କୁମାର କେଶରୱାନୀ ଓ ମନୋରମା କେଶରୱାନୀ ଙ୍କ ସୁପୁତ୍ରୀ ଅଟନ୍ତି । ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାରେ ଇର୍ଷିତା ପ୍ରଥମ ଶ୍ରେଣୀ ରେ ଉତ୍‌ତୀର୍ଣ୍ଣ ହୋଇଥିଲେ । ପ୍ରକାଶ ଥାଉକି, କିଛି ଦିନ ପୂର୍ବରୁ ବିକାଶ ଜୁନିୟର୍ କଲେଜ୍ ର ପୂର୍ବତନ ବିଜ୍ଞାନ ଛାତ୍ର ନିହାର ରଞ୍ଜନ ପ୍ରଧାନ ଇସ୍ରୋ ରେ ବୈଜ୍ଞାନିକ ରୂପେ ନିଯୁକ୍ତି ପାଇଛନ୍ତି । ବିକାଶ ର ଉଚ୍ଚମାନର ଶିକ୍ଷାଦାନ,  ଛାତ୍ରଛାତ୍ରୀମାନଙ୍କ ବୋର୍ଡ୍‌, ପ୍ରବେଶିକା ପରୀକ୍ଷା ତଥା ଅନ୍ୟାନ୍ୟ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ର ରହସ୍ୟ ବୋଲି ବିକାଶ ଶିକ୍ଷାନୁଷ୍ଠାନ ର ଚେୟାରମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ପ୍ରକାଶ କରିବା ସହିତ ଇର୍ଷିତା ତଥା ତାଙ୍କ ପିତାମାତାଙ୍କୁ ସଫଳତା ପାଇଁ ଅଭିନନ୍ଦନ ଜଣାଇଛନ୍ତି । ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା, ଡାଇରେକ୍ଟର ଏକାଡେମିକ୍ସ୍ ଶ୍ରୀ ଜି.ରାମକ୍ରୀଷ୍ଣା, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଡି.ବିବେକ କୁମାର, ଅଧ୍ୟକ୍ଷ ଶ୍ରୀ ମୁରାରୀ ପ୍ରସାଦ ସାହୁ ତଥା ବିଦ୍ୟାଳୟ ର ଅଧ୍ୟାପକ-ଅଧ୍ୟାପିକାମାନେ ଇର୍ଷିତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ