-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||     

HOME   ଜିଲ୍ଲା

ଚାଷୀ ସମସ୍ୟା ନେଇ ବିଜେପି ର ୨ ଘଣ୍ଟିଆ ଚକାଜାମ ଆନ୍ଦୋଳନ।

10-Mar-2021



ସମ୍ବଲପୁର,(ସଞ୍ଜିବ ପାଣିଗ୍ରାହୀଙ୍କ ରିପୋର୍ଟ): ପୁଣି ପଶ୍ଚିମ ଓଡିଶାରେ ବିଜେପି ଚାଷୀ ଙ୍କ ସମସ୍ୟା ନେଇ ଆନ୍ଦୋଳନ କରିବା ସହ ରାଜରାସ୍ତାକୁ ଅବରୋଧ କରି ପ୍ରତିବାଦ କରିଛି । ବିଜେପି ପକ୍ଷରୁ  ପଶ୍ଚିମ ଓଡିଶା ୫ ଟି ସଂସଦୀୟ କ୍ଷେତ୍ରର ସମସ୍ତ ଜିଲ୍ଲା ମାନଙ୍କରେ  ୨ ଘଣ୍ଟିଆ ଚକାଜାମ ଆନ୍ଦୋଳନ କରାଯାଇଥିଲା । ସମ୍ବଲପୁର ଠାରେ ସମ୍ବଲପୁର - କଟକ ଜାତୀୟ ରାଜପଥର ମାନେଶ୍ୱର ଛକଠାରେ  ସକାଳ ୧୦ ଟା ରୁ ମଧ୍ୟାହ୍ନ ୧୨ ଟା ପର୍ଯ୍ୟନ୍ତ ଏହି ଚକାଜାମ ଆନ୍ଦୋଳନ  କରାଯାଇଥିଲା  । ବିଜେପି ରାଜ୍ୟ ସରକାର ଙ୍କୁ  ସିଧାସଳଖ ଟାର୍ଗେଟ କରି ଅଭିଯୋଗ କରିଛି ଯେ ଚାଷୀ ଙ୍କ ମଣ୍ତି ସମସ୍ୟା ଲାଗିରହିଥବାରୁ ଆଜି ମଧ୍ୟ ମଣ୍ତି ମାନଙ୍କରେ ଲକ୍ଷାଧିକ ବସ୍ତା ଧାନ ପଡିରହିଛି । ରାଜ୍ୟ ସରକାର ଙ୍କ ଚାଷୀ ମାରଣା ନୀତି ଯୋଗୁଁ ଚାଷୀ ଙ୍କ ଧାନ ବିକ୍ରିରେ ସମସ୍ୟା  ରହୁଛି । ରାଜ୍ୟ ସରକାର ଚାଷୀ ଙ୍କ ସମସ୍ୟା ସମାଧାନ କରିବାରେ ଫେଲ ମାରିଥିବା ଦଳ କହିଛି ବିଜେପି । ଏହାକୁ ନେଇ  ବିଜେପି ପକ୍ଷରୁ  ଆଜି ସମଗ୍ର  ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲାର ରାଜରାସ୍ତା ୨  ଘଣ୍ଟା ଧରି ଚକା ଜାମ କରିବା ସହ ଆଗାମି ଦିନରେ ଚାଷୀ ଙ୍କ  ଅଧିକାର ପାଇଁ ରାଜ୍ୟ ବିଜେଡି ସରକାର ବିରୋଧରେ ଯୋରଦାର ଲଡେଇ କରାଯିବ ବୋଲି ଦଳ ଚେତାବନୀ ଦେଇଛି । ବିଜେପି ର ଚକାଜାମ ଆନ୍ଦୋଳନ ପାଇଁ ସମ୍ବଲପୁର -କଟକ ଜାତୀୟ ରାଜପଥର ଉଭୟ ପାର୍ଶ୍ଵରେ  ସହ ସହ ସଂଖ୍ୟାରେ ଯାନବାହନ ଅଟକି  ରହିଥିବା ଦେଖିବାକୁ ମିଲିଥିଲା । ଆଜିର ଚକାଜାମ୍ କାର୍ଯ୍ୟକ୍ରମ ରେ ରେଙ୍ଗାଲି ବିଧାୟକ ନାଉରି ନାଏକ, ପୂର୍ବତନ ବିଧାୟକ ରବି ନାରାୟଣ ନାଏକ, ବିଜେପି ଜ଼ିଲ୍ଲା ସଭାପତି  ଗିରିଶ ପଟେଲ, ମାନସ ରଞ୍ଜନ ବକ୍ସି, ପ୍ରକାଶ ସାହୁ, ଅଶ୍ୱିନୀ ମଝି, ଚନ୍ଦ୍ରଶେଖର ପଣ୍ଡା, ନରେନ୍ଦ୍ର ମିଶ୍ର, ରମେଶ ପ୍ରଧାନ, କର୍ନେଲ ପ୍ରଭାତ ପଣ୍ଡା, ଡା.ରାଜକୁମାର ବଡ଼ପଣ୍ଡା, ସରୋଜ କୁମାର ଘଡାଇ, ପ୍ରଭୁଦତ୍ତ ପଣ୍ଡା,  ମହେଶ ରାଏ, ମାନସ ପଣ୍ଡା, ଅନିଲ ବର୍ମା, ବିରୂପାକ୍ଷ ବେହେରା, ବୃନ୍ଦାବନ ସାହୁ, ରଞ୍ଜନ ପାଢ଼ୀ, ଚିଣ୍ଟୁ ହୋତା, ସୁଜାତା ଗୁରୁ, ସବିତା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026
  ରାଜ୍ୟ  
ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ   27-Sep-2026
  ଜିଲ୍ଲା  
ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   27-Sep-2026
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026

You Might Also Like