-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||     

HOME   ଜିଲ୍ଲା

 କେବେ ସୁଧୁରିବ ପାଟଣାଗଡ଼ ଟ୍ରାଫିକ ସମସ୍ୟା ? କେବେ ନିର୍ମାଣ ହେବ ବାଇପାସ୍ ରାସ୍ତା?

11-Mar-2021



ପାଟଣାଗଡ଼ (ଗୋରେଖନାଥ ବରିହା): ପାଟଣାଗଡ଼ ସହରରେ ଦେଖାଦେଇଥିବା ଟ୍ରାଫିକ ସମସ୍ୟା ଦିନ କୁ ଦିନ ଜଟିଳ ହେବାରେ ଲାଗିଛି । ଏନେଇ ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଥିଲେ ସୁଦ୍ଧା କିଛି ସୁଫଳ ମିଳୁ ନଥିବାରୁ ଜନ ଅସନ୍ତୋଷ ବଢିବାରେ ଲାଗିଛି । ସହର  ମୁଖ୍ୟ କଲେଜ ଛକ ଠାରୁ ରାମଜୀ ଛକ ପର୍ଯ୍ୟନ୍ତ ରାସ୍ତାରେ ଉତ୍କଟ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଅନ୍ୟ ପକ୍ଷରେ ବସ୍ ଷ୍ଟାଣ୍ଡ ରୁ ରାମଜୀ ଛକ ପର୍ଯ୍ୟନ୍ତ ରାସ୍ତାର  ସଂକୁଚିତ ହୋଇ ଥିବା ଓ ସପ୍ତାହିକ ବଜାର ବସିଥିବା ଦିନ ଗୁଡିକରେ ଲୋକଙ୍କ ଭିଡ଼ ଯୋଗୁଁ ଗୋଟିଏ ଗାଡ଼ି ଗଲେ ବିପରିତ ଦିଗରୁ ଆସୁଥିବା ଗାଡି , ବାଇକ୍ , ଆମ୍ବୁଲାନ୍ସ ଯାଇପାରୁନଥିବା ସହ ଘଣ୍ଟା ଘଣ୍ଟା ଧରି ଅଟକି ରହୁଥିବା ଦେଖିବାକୁ ମିଳିଛି । ସହର ମୁଖ୍ୟ  କଲେଜ ଛକ ରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । କଲେଜ ଛକ ଟି ସଂକୁଚିତ ହେଉଥିବା ବେଳେ ଉକ୍ତ ଛକ ରାସ୍ତାରେ କଲେଜକୁ  ଯାଉଥିବା ଛାତ୍ର ଛାତ୍ରୀ ନିଜକୁ ସୁରକ୍ଷିତ ମଣୁନାହାନ୍ତି । ଛକ ରେ  ବିଭିନ୍ନ ସମୟରେ ଛୋଟ ବଡ଼ ଦୃର୍ଘଟଣା ଘଟି ଧନଜୀବନ ହାନି ଘଟିବାର ନଜିର ରହିଛି । ସହର ବାଇପାସ୍ ରାସ୍ତା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର ହୋଇ ଥିବା ବେଳେ ଜମି ଅଧିଗ୍ରହଣ ବିଳମ୍ବ ହେଉଥିବା ଅଭିଯୋଗ ହେଉଛି ।ସହରରେ ଲାଗି ରହିଥିବା  ଟ୍ରାଫିକ ସମସ୍ୟା ଓ ବାଇପାସ୍ ରାସ୍ତାର ସମାଧାନ ଓ ନିର୍ମାଣ ପାଇଁ ପ୍ରଶାସନ ଓ ଜନପ୍ରତିନିଧିଙ୍କ ଆନ୍ତରିକ ଇଚ୍ଛାଶକ୍ତି ର ଆବଶ୍ୟକ ରହିଛି ବୋଲି ମତପ୍ରକାଶ ପାଉଛି । 

      ସେମାନେ ଯାହା କୁହନ୍ତି 
ଟ୍ରାଫିକ ସମସ୍ୟା ସମାଧାନ ଏକ ମାତ୍ର ଉପାୟ  ସହରର ମୂଖ୍ୟ  ଛକ ଗୁଡିକ ରେ ବେକାରୀ ଯୁବକ ମାନଙ୍କୁ ନିଯୁକ୍ତି ଦିଆଯାଉ । ଯାହାଫଳରେ ବେକାରୀ ସମସ୍ୟା ଦୂର ହେବା ସାଙ୍ଗକୁ ଟ୍ରାଫିକ ସମସ୍ୟା ରେ ସୁଧାର ଆସିବ । 
             ଡିଙ୍ଗର କୁମ୍ଭାର, ଜନମଞ୍ଚ , ସଫେଇ କର୍ମଚାରୀ ସଂଘ , ସଭାପତି 


 ଦୀର୍ଘଦିନ ହେବ ଟ୍ରାଫିକ ସମସ୍ୟା ପାଟଣାଗଡ଼ ସହର ରେ ଲାଗି ରହିଛି । ଆମେ ପ୍ରାୟ ଶହେ ଜଣ ଯୁବକ କୁ ନେଇ ଟ୍ରାଫିକ ସମସ୍ୟା ର ସମାଧାନ ପାଇଁ ଦାବି ଉପସ୍ଥାପନ କରିଥିଲୁ । କିନ୍ତୁ କୈାଣସି ସୁଫଳ ମିଳିନାହିଁ । ଅନ୍ୟ ଦିଗରେ ପ୍ରଶାସନ ଓ ଜନ ପ୍ରତିନିଧି ଙ୍କ ମତଭେଦ ଲାଗି ରହିଥିବା ଯୋଗୁଁ ଟ୍ରାଫିକ ସମସ୍ୟା ର ସମାଧାନ ହୋଇପାରୁନାହିଁ ।
         ବିମଳ କୁମାର  ବାଗ, ସଭାପତି
ଠେଲା ଉଠାଦୋକାନୀ  ସଂଘ, ପାଟଣାଗଡ଼ 


News Comment




Photo in News

Advertisment
Lastest News
  ଜିଲ୍ଲା  
ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026

You Might Also Like