-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଦେଶ ବିଦେଶ

ଘାଟିରେ ୬୫ଫୁଟ ତଳକୁ ଖସିଲା ବସ୍ : ୨୭ ମୃତ, ୩୯ ଆହତ

11-Mar-2021



ଜାକାର୍ତ୍ତା (ପ୍ରେରଣା ଖବର ବ୍ୟୁରୋ) :ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଘାଟି ତଳକୁ ଖସିଲା ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବସ୍‌ । ଯାହାଫଳରେ କି ୨୭ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ବେଳେ ୩୯ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଏବେବି ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଖବର ଅନୁଯାୟୀ, ଇଣ୍ଡୋନେସିଆର ସୁବଙ୍ଗ ପ୍ରଦେଶର ଏହି ଦୁର୍ଘଟଣାଟି ଘଟିଛି । ସୁବଙ୍ଗ ପ୍ରଦେଶର ତାସିକମାଲୟା ଜିଲ୍ଲାରେ ଥିବା ଇସ୍‌ଲାମିକ ଜୁନିୟର ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକମାନେ ଏକ ତୀର୍ଥସ୍ଥାନକୁ ବୁଲିବାକୁ ଯାଉଥିଲେ । କିନ୍ତୁ ସୁମେଡାଙ୍ଗ ଜିଲ୍ଲା ଦେଇ ଯାଇଥିବା ଏକ ରାସ୍ତାରେ ଗଡ଼ାଣିରେ ବସ୍‌ଟି ଯାତ୍ରା କରୁଥିଲା । ରାସ୍ତାଟି ଅତ୍ୟନ୍ତ ଗଡ଼ାଣି ହୋଇଥିବାରୁ ଡ୍ରାଇଭର ବସ୍‌ରୁ ନିଜ ନିୟନ୍ତ୍ରଣ ହରାଇ ବସିଥିଲେ । ଯାହାଫଳରେ ବସ୍‌ଟି ପ୍ରାୟ ଘାଟିର ୨୦ମିଟର ତଳକୁ ଖସିପଡିଥିଲା ।

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଆରମ୍ଭ ହୋଇଥିଲା । ତେବେ ଘାଟି ତଳକୁ ବସ୍‌ଟି ଖସିଯିବାରୁ ପ୍ରାୟ ୧୭ଜଣଙ୍କୁ ମୃତ୍ୟୁ ହୋଇଯାଇଛି । ସ୍ଥାନୀୟ ପ୍ରଶାସନ ୨୭ଟି ଶବ ଘଟଣାସ୍ଥଳରୁ ଉଦ୍ଧାର କରିଛି ।

ସେହିପରି ଦୁର୍ଘଟଣାରେ ୩୯ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବିଭିନ୍ନ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ ବସ୍‌ ଡ୍ରାଇଭର ସମେତ ଅନେକ ଶିଶୁଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଦୁର୍ଘଟଣା ସଂପର୍କରେ ଛାନ୍‌ଭିନ୍‌ ଆରମ୍ଭ କରିଛି ପୋଲିସ । ତେବେ ପୋଲିସର ପ୍ରାଥମିକ ତଦନ୍ତରୁ ବସ୍‌ର ବ୍ରେକ୍‌ ଠିକ୍‌ ଭାବେ କାମ୍‌ କରିନଥିବାରୁ ଏହି ଦୁର୍ଘଟଣା ଘଟିଥିବାର ସୂଚନା ମିଳିଛି । ଘଟଣାସ୍ଥଳରେ ଏବେବି ଉଦ୍ଧାରକାର୍ଯ୍ୟ ଜାରି ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like