-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||     

HOME   ଜିଲ୍ଲା

କବୟୀତ୍ରି ଜ୍ୟୋତିରାଣୀ ମିଶ୍ର ଙ୍କ ପ୍ରଥମ କବିତା ସଂକଳନ ଭକ୍ତି ଗଂଗୋତ୍ରି ଉନ୍ମୋଚିତ

11-Mar-2021



ବଲାଙ୍ଗିର (ପ୍ରେରଣା ଖବର) : ଆଜି ସ୍ଥାନୀୟ ଲିଟରାରି & ସୋସିଆଲ କ୍ଲବ ପରିସରରେ, ପୂଜ୍ୟ ପୂଜା ସେବା ସଂଗଠନ ସହଯୋଗ ରେ କବୟୀତ୍ରି ଜ୍ୟୋତିରାଣୀ ମିଶ୍ର ଙ୍କ ପ୍ରଥମ କବିତା ସଂକଳନ  ଭକ୍ତି ଗଂଗୋତ୍ରି ର ଶୁଭ ଉନ୍ମୋଚନ ଅନୁଷ୍ଠିତ ହୋଇ ଯାଇଛି l ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭା ରେ ମୁଖ୍ୟ ଅତିଥି ଭାବରେ ଆକାଶବାଣୀ ବଲାଙ୍ଗୀର ର ପ୍ରସାରଣ ନିଷ୍ପାଦକ ଦେବବ୍ରତ ଭୋଇ, ମୁଖ୍ୟବକ୍ତା ଭାବରେ କବୟୀତ୍ରି ସୁଶ୍ରୀ ସଂଯୁକ୍ତା ପରିଛା ଯୋଗ ଦେଇ ସାମ୍ପ୍ରତିକ ସମୟରେ ସମାଜକୁ ଭକ୍ତି ଭାବରେ ପ୍ରେରିତ କରି ହିଁ ଆମେ ସୁଧାରି ପାରିବା ଓ ଏଥିପାଇଁ ଏହି ଭକ୍ତି କବିତା ସଂକଳନ ବହୁତ ଉପାଦେୟ ବୋଲି ମତବ୍ୟକ୍ତ କରିଥିଲେ l ପୁସ୍ତକକୁ   ସମୀକ୍ଷା କରିଥିଲେ କବି ରତ୍ନମୟ ତ୍ରିପାଠୀ l ଆରମ୍ଭ ରେ ଅତିଥି ପରିଚୟ ପ୍ରଦାନ କରିଥିଲେ କବୟୀତ୍ରି କସ୍ତୁରୀ ରଥ l ପ୍ରାରମ୍ଭ ସଂଗୀତ ପରିବେଷଣ କରିଥିଲେ ସୁଶ୍ରୀ ସମ୍ପୂର୍ଣl  l ସଂକଳନ ର କବିତା କୁ ସୁନ୍ଦର ସ୍ୱରରେ ଗାଇଲେ ନେପାଲ ଚନ୍ଦ୍ର ବାଗ l କାର୍ଯ୍ୟକ୍ରମ କୁ ସୁନ୍ଦର ଭାବରେ ସଂଯୋଜନା କରିଥିଲେ ଅନୁଷ୍ଠାନ ର ସମ୍ପାଦକ ମଦନ ମୋହନ ରଥ l ଏହି ଅବସରରେ ପୁସ୍ତକ ର ପ୍ରକାଶିକ ତଥା ଲେଖିକା ଙ୍କ ମା ଶ୍ରୀମତୀ ବିନୋଦିନୀ ମିଶ୍ର ଙ୍କୁ ସମ୍ବର୍ଦ୍ଧନା ଦିଆଯାଇ ଥିଲା l କାର୍ଯ୍ୟକ୍ରମ କୁ ପରିଚାଳନା ରେ ସହଯୋଗ କରିଥିଲେ, ପୂଜା ଓ ପ୍ରିୟା ତଥା ଅନୁଷ୍ଠାନ ର ସଭ୍ୟ ଚୂଡେଦ୍ର କୁମାର ବେହେରା, ଦୁର୍ଗା ଚରଣ ସାହୁ, ପ୍ରଦୀପ ପଶାୟତ, ହୃଷିକେଶ ପୁରୋହିତ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ ଅନୁଷ୍ଠାନ ର ସଭ୍ୟ ଧୀରେନ୍ଦ୍ର ନାରାୟଣ ସିଂଦେଓ  l ଏହି ସଭାରେ ସହର ର ଅନେକ ସାହିତ୍ୟ ପ୍ରେମୀ ଓ ବୁଦ୍ଧିଜିବି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   27-Sep-2026
  ଜିଲ୍ଲା  
ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   27-Sep-2026
  ଜିଲ୍ଲା  
ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   27-Sep-2026
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026

You Might Also Like