-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା-ବଲାଙ୍ଗିର ଏନଏଚରେ ବୃଦ୍ଧଙ୍କୁ ଧକ୍କାଦେଇ କାର ଫେରାର ଗୁରୁତର ଆହତ ବୃଦ୍ଧଙ୍କୁ ବୌଦ୍ଧରୁ ବୁର୍ଲା ରେଫର

11-Mar-2021



ବୌଦ୍ଧ,ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥର ଜନ୍ହାପଙ୍କ ନିକଟସ୍ଥ ପୋଡାବଲସ ଛକରେ ବୁଧବାର ଅପରାନ୍ହ ପ୍ରାୟ ,୪ଟା ୩୦ମିନିଟ ସମୟରେ  ଜଣେ ବୃଦ୍ଧଙ୍କୁ ଗୋଟିଏ କାର୍ ଧକ୍କାଦେଇ ସେଠାରୁ ଫେରାର ହୋଇଥିବା ଜଣାପଡିଛି। ଏଥିଯୋଗୁଁ ବୃଦ୍ଧ ଜଣକ ଗୁରୁତର ଆହତ ହୋଇ ପଡିବାରୁ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ପ୍ରଥମେ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ ଓ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ସେଠାରୁ ବୁର୍ଲା ଭୀମସାର ମେଡିକାଲ କଲେଜ ହସ୍ପିଟାଲ କୁ ରେଫର କରି ପଠାଯାଇଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ସୋନପୁର ଜିଲ୍ଲା ସୁବଳୟା ଥାନା ଟିକିରlପଡାର ହଳଧର ମେହେର(୬୫) କୌଣସି କାମରେ ନିଜ ସମ୍ପର୍କୀୟ ଘର ପୋଡାବଲସ ଗ୍ରାମକୁ ଆସିଥିଲେ l ସେ ପୋଡା ବଲସ ଗ୍ରାମକୁ ଯାଉଥିବା ବେଳେ ଛକ ନିକଟରେ ଜାତୀୟ ରାଜପଥ ନମ୍ବର ୫୭ରେ ସୋନପୁର ପଟରୁ ବୌଦ୍ଧ ଆଡକୁ ଦ୍ରୁତଗତିରେ ଆସୁଥିବା ଓଡ଼ି ୦୫ ଏଫ ୫୪୯୭ ନଂ ବିଶିଷ୍ଟ ଏକ କାର୍ ତାଙ୍କୁ ଧକ୍କା ଦେଇ ସେଠାରୁ ଫେରାର ମାରିଥିଲା ବୋଲି ସେଠାରେ ଉପସ୍ଥିତ ଥିବା କିଛି ପ୍ରତ୍ଯକ୍ଷଦର୍ଶୀଙ୍କ କହିଛନ୍ତି। ଏନେଇ ଜନ୍ହାପଙ୍କ ଫାଣ୍ଡିରେ କାର୍ ନମ୍ବର୍ ଦିଆଯାଇଥିବା ବେଳେ ପୋଲିସ୍ କାରକୁ ଜିଲ୍ଲା ମଧ୍ୟରେ ଅଟକାଇବାକୁ ସକ୍ଷମ ହୋଇନଥିବା ସୁଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like