-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜ୍ୟ

ଲଡୁବାବାଙ୍କ ପୀଠରେ ମହା ଶିବରାତ୍ରୀ, କରୋନା କଟକଣା ପାଇଁ କମିଛି ଭକ୍ତଙ୍କ ସଂଖ୍ୟା

11-Mar-2021



ନୟାଗଡ (ପ୍ରଦୀପ କୁମାର ପଣ୍ଡା) : ନୟାଗଡ ଜିଲ୍ଲା ଶରଣକୂଳ ସ୍ଥିତ ଲଡୁବାବାଙ୍କ ପୀଠ ରାଜ୍ୟର ପ୍ରସିଦ୍ଧ ଶୈବପୀଠମାନଙ୍କ ମଧ୍ୟରେ ଅନ୍ୟତମ । ପ୍ରତିବର୍ଷ ଜାଗର ସମୟରେ ଏଠାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ । ଜିଲ୍ଲା ତଥା ଜିଲ୍ଲା ବାହାରୁ ଆସୁଥିବା ଭକ୍ତମାନେ ଏଠାରେ ଠାକୁରଙ୍କୁ ଦର୍ଶନ କରିବା ସହ ରାତି ଉଜାଗର ରହି ଜାଗର ଜାଳିଥାନ୍ତି । ଲଡୁବାବାଙ୍କ ନିକଟରେ ମାନସିକ ରଖିଲେ ଅପୁତ୍ରୀକ ପୁତ୍ର ପାଇଥାଏ ଏବଂ ସମସ୍ତ ମନୋସ୍କାମନା ପୂର୍ଣ୍ଣ ହୋଇଥାଏ ସେଥିପାଇଁ ଭକ୍ତମାନେ ବେକ, ଜିଭ କାଟି ଗୁହାରିଆ ପଡିଥାନ୍ତି ।

ତେବେ କରୋନା କଟକଣାକୁ ଯୋଗୁଁ ଏଥର ମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବହୁତ କମ୍‌ ଦେଖିବାକୁ ମିଳିଛି  । ମନ୍ଦିର ବାହାରୁ ଭକ୍ତମାନେ ବ୍ୟାରିକେଡ୍‌ ମଧ୍ୟରେ ମନ୍ଦିରରେ ପ୍ରବେଶ କରି ଠାକୁରଙ୍କ ଦର୍ଶନ ସାରି ବ୍ୟାରିକେଡ୍‌ରେ ବାହାରକୁ ବାହାରିବାର ବ୍ୟବସ୍ଥା କରାଯାଇଛି  । ମନ୍ଦିର ବେଢାରେ କୌଣସି ଭକ୍ତଙ୍କୁ ବୁଲିବାକୁ ଅନୁମତି ଦିଆଯାଉ ନାହିଁ । ସେହିପରି ସନ୍ଧ୍ୟାରେ ମନ୍ଦିର ମଧ୍ୟରେ ଏବଂ ମନ୍ଦିର ବାହାରେ  ଭକ୍ତଙ୍କୁ ଦୀପ ଜାଳିବାକୁ  ବାରଣ କରାଯାଇଛି । ଭକ୍ତମାନେ ମାସ୍କ ପିନ୍ଧି ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପାଇଁ ନିୟମ କରାଯାଇଛି । ଭକ୍ତମାନେ ମନ୍ଦିରକୁ କୌଣସି ପ୍ରକାରର ଭୋଗ ଦ୍ରବ୍ୟ ନଆଣିବା ପାଇଁ ପୂର୍ବରୁ ଘୋଷଣା କରାଯାଇଛି । ଜାଗର ଅବସରରେ ଏଠାରେ ୫ଦିନ ଧରି ମେଳାର ଆୟୋଜନ କରାଯାଇଥାଏ  ତେବେ ଚଳିତ ବର୍ଷ ପ୍ରଶାସନ ମେଳାକୁ ଅନୁମତି ଦେଇନାହିଁ । 

ଲଡୁବାବାଙ୍କର ଅବକାଶ ନୀତି ଭୋର ୩ଟାରୁ ଆରମ୍ଭ ହୋଇ ୪ଟାରେ ଶେଷ ହେବାପରେ ୪ଟାରୁ ସର୍ବସାଧାରଣ ଦର୍ଶନ ସକାଳ ୭ଟା ପର୍ଯ୍ୟନ୍ତ ଚାଲିଥିଲା । ୭ଟାରୁ ୧୦ଟା ପର୍ଯ୍ୟନ୍ତ ଠାକୁରଙ୍କ ନୀତି ପାଇଁ ଦର୍ଶନ ବନ୍ଦ କରାଯିବା ପରେ ଦିନ ୧୦ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲା ରହିବ । ରାତି ୧୦ଟା ୩୦ମିନିଟ୍ ରୁ ବେଢା ପରିକ୍ରମା ପରେ ପ୍ରାୟ ୧୧ଟା ମଧ୍ୟରେ ମହାଦୀପ ଉଠିବା ପାଇଁ ସମୟ ନିର୍ଘଣ୍ଟ କରାଯାଇଛି । ସେହିପରି ଶାନ୍ତି ଶୃଙ୍ଖଳାର ସହ ଦର୍ଶନ ଏବଂ ନିୟମକୁ କଡାକଡି ପାଳନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଅତିରିକ୍ତ ଏସପି, ଶରଣକୂଳ ଥାନା ଅଧିକାରୀ ମନ୍ଦିରରେ ରହି ବ୍ୟବସ୍ଥାର ତଦାରଖ କରୁଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like