-+91-9937148622 |

prerana_bgr@rediffmail.com |

  Sunday 27th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||      ୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   (26-Sep-2026)       ||      ନମାମି ଭାରତମ୍ କାର୍ଯ୍ୟକ୍ରମ    (26-Sep-2026)       ||      ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   (26-Sep-2026)       ||      ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   (26-Sep-2026)       ||      କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ    (26-Sep-2026)       ||      ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   (26-Sep-2026)       ||      ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   (26-Sep-2026)       ||      ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   (26-Sep-2026)       ||      ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ    (26-Sep-2026)       ||      ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||     

HOME   ରାଜନୀତି

ତୀରଥ ସିଂହ ରାୱତ ହେବେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

11-Mar-2021



ଉତ୍ତରାଖଣ୍ଡ (ପ୍ରେରଣା ଖବର ବ୍ୟୁରୋ) - ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂରାୱାତ ଗତକାଲି ତାଙ୍କ ପଦବୀ ରୁ ଇସ୍ତଫା ଦେଇଥିଲେ । ତାଙ୍କ ଇସ୍ତଫା ପତ୍ରକୁ ସେ ରାଜ୍ୟପାଳ ବେବିରାଣୀ ମୌର୍ଯ୍ୟ ଙ୍କ ନିକଟକୁ ପଠାଇଥିଲେ। ତାଙ୍କ ଇସ୍ତଫା ଦଳର ସାମୂହିକ ନିଷ୍ପତ୍ତି ବୋଲି ଗଣ ମାଧ୍ୟମକୁ କହିଥିଲେ ରାୱାତ ।

ସେ କହିଥିଲେ ଯେ, ଏକ ଛୋଟ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଥିବାରୁ ନିଜକୁ ସେ ଧନ୍ୟ ମନେ କରୁଛନ୍ତି। ତେବେ ତୀରଥ ସିଂହ ରାୱତ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଏନେଇ ଘୋଷଣା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂହ ରାୱତ । ତୀରଥ ସିଂହ ରାୱତ ଗଡ଼ୱାଲ ଆସନରୁ ବିଜେପି ସାଂସଦ ଅଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   26-Sep-2026
  ଜିଲ୍ଲା  
ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   26-Sep-2026
୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଆର୍‌ଆଣ୍ଡ୍‌ ବି ଡିଭିଜନ୍‌-୧ର ସେକ୍ସନ ଅଫିସର ଓ ଜୁନିୟର ଆସିଷ୍ଟାଣ୍ଟଙ୍କୁ ଭିଜିଲାନ୍ସର ଗିରଫ   26-Sep-2026
  ଜିଲ୍ଲା  
ନମାମି ଭାରତମ୍ କାର୍ଯ୍ୟକ୍ରମ   26-Sep-2026
  ଜିଲ୍ଲା  
ପିତୃପକ୍ଷ ଅବସରରେ ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଭୋଜନ ସେବା - ସେବା ହିଁ ସବୁଠାରୁ ବଡ଼ ଧର୍ମ   26-Sep-2026
  ଜିଲ୍ଲା  
ବରପାଲିରେ ପାରମ୍ପରିକ ଅନନ୍ତ ନାରାୟଣ ପୂଜା ଅନୁଷ୍ଠିତ   26-Sep-2026
  ଜିଲ୍ଲା  
କୁର୍ଶୁଡ ଗ୍ରାମ ପଞ୍ଚାୟତ ଦ୍ଵାରା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Sep-2026
  ଜିଲ୍ଲା  
ବିରିସଲା ମନ୍ଦର ନିକଟରେ ଅଜଣା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର   26-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ତୃତୀୟ ଦିଵସ ପ୍ରଥମ ମ୍ୟାଚ୍ କଟକ ଦଳ ୬-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ଖୋର୍ଦ୍ଧା ଦଳ ୯-୨ .ଗୋଲ ରେ ଵିଜୟୀ   26-Sep-2026
  ଜିଲ୍ଲା  
ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   26-Sep-2026
  ଜିଲ୍ଲା  
ଭକ୍ତିମୟ ପରିବେଶ, କଣ୍ଟାମାଳରେ ବ୍ରହ୍ମ ସମାଜର ଅନ୍ତଃମୁଖୀ ମହାଯଜ୍ଞ   26-Sep-2026
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026

You Might Also Like