-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ରାଜ୍ୟ

ମହା ଶିବରାତ୍ରୀ: ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ

12-Mar-2021



ଭୁବନେଶ୍ଵର(ପ୍ରେରଣା ଖବର ବ୍ୟୁରୋ) ଲକ୍ଷ ଲକ୍ଷ ଭକ୍ତଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲାହାଦୀପ। ଭକ୍ତିମୟ ପରିବେଶ ଏବଂ ହର ହର ମହାଦେବ ନାରାରେ ଉଠିଲା ମହାଦୀପ। ପାରମ୍ପରିକ ବେଢା ପରକ୍ରମା ପରେ ନିର୍ଦ୍ଧାରିତ ସମୟ ପୂର୍ବରୁ ମହାଦୀପ ଉଠିଛି। ରାତି ୯ଟା ୩୫ରେ ବିଧିମତେ ସମର୍ଥା ସେବାୟତ ମହାଦୀପ ଧରି ମନ୍ଦିର ଚୂଡ଼ାରେ ସ୍ଥାପନ କରିଛନ୍ତି । ଏହି ସମୟରେ ମନ୍ଦିର ପରିସର ଶିବ ଧ୍ଵନୀରେ ପ୍ରକମ୍ପିତ ହୋଇ ଉଠିଛି।

ନୀତି ନିର୍ଘଣ୍ଟ ଅନୁଯାୟୀ ଶ୍ରୀଲିଙ୍ଗରାଜଙ୍କ ପୀଠରେ ନୀତିକାନ୍ତି ଅନୁଷ୍ଠିତ ହୋଇଛି । ସମସ୍ତ ନୀତିକାନ୍ତି ପରେ ଦିନ ୩ଟା ୪୫ମିନିଟରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ଦର୍ଶନ ମିଳିଥିଲା । ପୁନଶ୍ଚ ଛାମୁ ପରିଷ୍କାର ନୀତି ସମ୍ପାଦିତ ହୋଇ ଠାକୁର ବୀରକିଶୋର ବେଶରେ ବିରାଜିତ ହୋଇଥିଲେ । ଦ୍ୱିପ୍ରହର ଧୂପ ନୀତି ସମ୍ପନ୍ନ ହେବା ପରେ ଠାକୁର ଠାକୁରାଣୀଙ୍କ ପହୁଡ଼ (ଶୟନ) ନୀତି ସମ୍ପାଦିତ ହୋଇଥିଲା ।

ସନ୍ଧ୍ୟା ୭ଟା ୧୦ମିନିଟରେ ଠାକୁରଙ୍କ ଟେରାଫିଟା କରାଯାଇ ସନ୍ଧ୍ୟା ଆଳତୀ ହେବା ପରେ ରାତି ୮ଟା ୧୦ମିନିଟ ସୁଦ୍ଧା ଠାକୁରଙ୍କ ଯାତ୍ରା ନୀତି ସମ୍ପାଦିତ ହୋଇ ଚଳନ୍ତି ପ୍ରତିମାଙ୍କ ବେଢ଼ା ପରିକ୍ରମଣ ନୀତି ବିଧିମତେ ସମ୍ପାଦିତ ହୋଇଛି।ସନ୍ଧ୍ୟା ଧୂପ ପରେ ବିନ୍ଦୁସାଗରରୁ ୧୦୮ କଳସୀ ତୀର୍ଥଜଳ ଅଣାଯାଇ ଠାକୁରଙ୍କ ନିକଟରେ ଲାଗି କରାଯାଇଥିଲା। ଏହାପରେ ନିର୍ଦ୍ଧାରିତ ସମୟର ୨୭ ମିନିଟ୍ ପୂର୍ବରୁ ଅର୍ଥାତ ରାତି ୯ଟା ୩୫ରେବିଧିମତେ ସମର୍ଥା ସେବାୟତ ମହାଦୀପ ଧରି ମନ୍ଦିର ଚୂଡ଼ାରେ ସ୍ଥାପନ କରିଛନ୍ତି ।

ତେବେ ମହାଦୀପ ପରେ ହେବାକୁ ଥିବା ସାହାଣ ମେଲା ଦର୍ଶନକୁ ଚଳିତ ବର୍ଷ କୋଭିଡ୍‌ କଟକଣା ଦୃଷ୍ଟିରୁ ବନ୍ଦ କରାଯାଇଥିଲା । ନିରାପତ୍ତା ଦୃଷ୍ଟିରୁ ମହାଦୀପ ଦର୍ଶନ ପରେ ମନ୍ଦିର ବେଢ଼ା ଖାଲି କରିବାକୁ ନିଷ୍ପତ୍ତି ନିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like