-+91-9937148622 |
prerana_bgr@rediffmail.com |
Saturday 9th May 2026 |
R.N.I. Regd No. ODIODI/2010/46693
Breaking News
12-Mar-2021
ଭୁବନେଶ୍ବର,(ପ୍ରେରଣା ଖବର) :ବିଧାନସଭାରେ ବିଜେପି ବିଧାୟକ ସୁବାଷ ପାଣିଗ୍ରାହି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ମଣ୍ଡି ସମସ୍ୟାକୁ ନେଇ ସାନିଟାଇଜର ପିଇବାକୁ ଉଦ୍ୟମ କରିଛନ୍ତି ବିଧାୟକ ।
ସାନିଟାଇଜର ପିଇବା ବେଳେ ବିଧାୟକଙ୍କ ହାତରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଛଡେଇ ନେଲେ । ବିଧାୟକଙ୍କର ଏହି କାର୍ଯ୍ୟ ଦେଖି ତାଙ୍କୁ ଅନ୍ୟ ବିଧାୟକମାନେ ମଧ୍ୟ ଅଟକାଇଲେ ।