-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ସମ୍ବଲପୁର ବିଶ୍ୱବିଦ୍ୟାଳୟ ର କୂଳପତିଙ୍କ ବିକାଶ ଗ୍ରୁପ୍ ପରିଦର୍ଶନ- ବିକାଶ ଡିଗ୍ରୀ କଲେଜ ର ନବନିର୍ମିତ ଏକାଡେମିକ୍ ବ୍ଲକ୍ ଉଦ୍‌ଘାଟିତ

12-Mar-2021



ବରଗଡ଼: ସମ୍ବଲପୁର ବିଶ୍ୱବିଦ୍ୟାଳୟର କୂଳପତି ମାନ୍ୟବର ପ୍ରଫେସର୍ ସଞ୍ଜୀବ ମିତ୍‌ତଲ ଙ୍କ ବିକାଶ ଗସ୍ତ ସଫଳତାର ସହିତ ସମ୍ପନ୍ନ ହୋଇଛି । ବିକାଶ ଗ୍ରୁପ୍ ର ଚେୟାର୍‌ମେନ୍ ଶ୍ରୀ ଡି.ମୂରଲୀ କ୍ରୀଷ୍ଣା, ମ୍ୟାନେଜିଂ ଡାଇରେକ୍ଟର ଶ୍ରୀ ଜି.ଭାସ୍କର ରାଓ, ଏକ୍‌ଜିକ୍ୟୁଟିଭ୍ ଡାଇରେକ୍ଟର ଶ୍ରୀ ଡି.ନାଗେଶ୍ୱର ରାଓ, ଡାଇରେକ୍ଟର ଏଡ୍‌ମିନିଷ୍ଟ୍ରେସନ୍ ଶ୍ରୀ ଜି.ରାମକ୍ରୀଷ୍ଣା, ବିକାଶ ର ବରଗଡ଼ ଶାଖାର ସମସ୍ତ ଅଧ୍ୟକ୍ଷ ତଥା ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା କୂଳପତିଙ୍କର ଭବ୍ୟ ସ୍ୱାଗତ କରାଯାଇଥିଲା । ବିକାଶ କର୍ତୃପକ୍ଷ ଏବଂ ସମ୍ବଲପୁର ବିଶ୍ୱବିଦ୍ୟାଳୟ ର ସିଣ୍ଡିକେଟ୍ ସଭ୍ୟ ଶ୍ରୀ ଅଶ୍ୱିନୀ କୁମାର ସାହୁଙ୍କ ଉପସ୍ଥିତିରେ ମାନ୍ୟବର କୂଳପତି ଏବଂ ତାଙ୍କ ସହଧର୍ମିଣୀ ଶ୍ରୀମତୀ ସୁନିତା ମିତ୍‌ତଲ ଙ୍କ କରକମଳରେ ବିକାଶ ଡିଗ୍ରୀ ମହାବିଦ୍ୟାଳୟର ନବନିର୍ମିତ ଏକାଡେମିକ୍ ବ୍ଲକ୍ ର ଶୁଭ ଉଦ୍‌ଘାଟନ କରାଯାଇଥିଲା । ଏହି ସନ୍ଦର୍ଭରେ ଶ୍ରୀ ମିତ୍‌ତଲ୍ ବିକାଶ ଦ୍ୱାରା ପରିଚାଳିତ ଆଇ.ଟି.ଆଇ. ଛାତ୍ରଛାତ୍ରୀଙ୍କ ସହିତ ବ୍ୟକ୍ତିଗତ ଭାବରେ ଭାବର ଆଦାନପ୍ରଦାନ କରିଥିଲେ ଏବଂ ଶିକ୍ଷା ସହିତ ତାଙ୍କର ବୈଷୟିକ ଓ ବ୍ୟବହାରିକ କର୍ମକୁଶଳତାକୁ ପ୍ରଶଂସା କରିଥିଲେ । ବିକାଶ ଚେୟାର୍‌ମେନ୍ ଙ୍କ ଉପସ୍ଥିତିରେ ମାନ୍ୟବର କୂଳପତି ବିକାଶ ବରଗଡ଼ ଶାଖାର ବିଭିନ୍ନ ବିଭାଗ ପରିଦର୍ଶନ କରିବା ସହିତ ସମାଜ ଓ ପରିବେଶ ପ୍ରତି ବିକାଶ ର ସମ୍ବେଦନଶୀଳତା କୁ ଭୂୟସୀ ପ୍ରଶଂସା କରିଥିଲେ । ବିକାଶ ଅଡିଟୋରିଅମ୍ ଠାରେ ଅନୁଷ୍ଠିତ କୂଳପତିଙ୍କର ଛାତ୍ରଛାତ୍ରୀଙ୍କ ସହିତ ଏକ ଭାବବିନିମୟ କାର୍ଯ୍ୟକ୍ରମରେ ଡାଇରେକ୍ଟର ଡ.ସମରେନ୍ଦ୍ର ନାଥ ପଣ୍ଡା କୂଳପତିଙ୍କୁ ସ୍ୱାଗତ କରିବା ସହିତ ଅତିଥି ପରିଚୟ ପ୍ରଦାନ କରିଥିଲେ । ମାନ୍ୟବର କୂଳପତି ବିକାଶ ଡିଗ୍ରୀ କଲେଜ, ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ ଓ ବିକାଶ ଲ’ ସ୍କୁଲ୍ ର ୩୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ । ଦୀର୍ଘ ୪୫ମିନିଟ୍ ର ଏହି ପ୍ରବନ୍ଧନ ପ୍ରସଙ୍ଗରେ ଛାତ୍ରଛାତ୍ରୀଙ୍କ ବଳିଷ୍ଠ ଭବିଷ୍ୟ ନିର୍ମାଣ ପାଇଁ ଆବଶ୍ୟକୀୟ ଉପାଦାନ ଉପରେ ହୃଦ୍‌ବୋଧ୍ୟ ଏବଂ ହୃଦ୍‌ଭେଦ୍ୟ ଆଲୋଚନା କରିଥିଲେ । ଜ୍ଞାନ, କୌଶଳ ଏବଂ ଯୁକ୍ତାତ୍ମକ ଚିନ୍ତାଧାରା ହିଁ ସଫଳତାର ଚାବିକାଠି ଏବଂ ଯୋଗାଯୋଗ ଦକ୍ଷତା ହିଁ ଉଜ୍ଜ୍ୱଳ ଭବିଷ୍ୟତର ପଥପ୍ରଶସ୍ତ କରେ ବୋଲି ମାନ୍ୟବର କୂଳପତି ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀମାନେ ପଚାରିଥିବା ବିଭିନ୍ନ ପ୍ରଶ୍ନର ମନଛୁଆଁ ଉତ୍‌ତର ଦେଇ ମାନ୍ୟବର କୂଳପତି ସମସ୍ତଙ୍କର ମନ ଜିଣିପାରିଥିଲେ । ଛାତ୍ରଛାତ୍ରୀଙ୍କ ଗହଣରେ ବିକାଶ କର୍ତୃପକ୍ଷଙ୍କ ଦ୍ୱାରା କୂଳପତିଙ୍କର ଭବ୍ୟ ସମ୍ବର୍ଦ୍ଧନା କରାଯାଇଥିଲା । ଶ୍ରୀ ଡି.ମୂରଲୀ କ୍ରୀଷ୍ଣା ବିକାଶ ଗ୍ରୁପ୍ ର ଭବିଷ୍ୟ କାର୍ଯ୍ୟପ୍ରଣାଳୀ ଏବଂ ଯୋଜନା ସମ୍ବନ୍ଧୀତ ତଥ୍ୟ ଉପସ୍ଥାପନା କରିଥିଲେ ଏବଂ ବିକାଶର ସମାଜୋନ୍ମୁଖୀ ପଦକ୍ଷେପ ତଥା ସୁସ୍ଥ ଓ ଶିକ୍ଷିତ ସମାଜ ନିର୍ମାଣରେ ବିକାଶ ଗ୍ରୁପ୍ ର ଭୂମିକାକୁ ମାନ୍ୟବର କୂଳପତି ପ୍ରଶଂସା କରିଥିଲେ । ଶେଷରେ ବିକାଶ ସ୍କୁଲ୍ ଅଫ୍ ବିଜ୍‌ନେସ୍ ମ୍ୟାନେଜ୍‌ମେଣ୍ଟ ର ଅଧ୍ୟକ୍ଷ ଡ.କ୍ଷୀରୋଦ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ