-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବରଗଡ଼ : ୧୪ରେ ଆକାଶବାଣୀ ଶ୍ରୋତା ସମ୍ମିଳନୀ

13-Mar-2021




ବରଗଡ(ମୁକୁନ୍ଦ ଦାସ) ଆକାଶବାଣୀ ଶ୍ରୋତା ସଂଘ ଅମ୍ବାପାଲି ବରଗଡ ପକ୍ଷରୁ ଆସନ୍ତା ୧୪ତାରିଖ ରାଜ୍ୟ ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ ହେବ । ବରଗଡ ଅଗ୍ରଗାମୀ ଯୁବକ ସଂଘ ସଭା କକ୍ଷରେ ଅନୁଷ୍ଠିତ ହେବାକୁ ଥିବା ଏହି ସମ୍ମିଳନୀ ରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଆକାଶବାଣୀର ଶ୍ରୋତା ମାନେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ରବିବାର ସକାଳ ସାଢେ ୧୦ଟାରେ ସମ୍ମିଳନୀ ଆରମ୍ଭ ହେବ । ପ୍ରାରମ୍ଭରେ ବିଭିନ୍ନ ଅଞ୍ଚଳରୁ ଶ୍ରୋତାମାନେ ଆଣିଥିବା ରେଡ଼ିଓ ଓ ଆକାଶବାଣୀ ସମ୍ପର୍କୀତ ଫଟୋଚିତ୍ର ପ୍ରଦର୍ଶିତ କରାଯିବ । ପ୍ରତି ବର୍ଷଭଳି ଚଳିତ ବର୍ଷ ବି ୩ଜଣଙ୍କୁ ସଂମ୍ମାନୀତ କରାଯିବ । ସଂଘର ପ୍ରତିଷ୍ଠାତା ସଭ୍ୟ ସ୍ବର୍ଗତ ବିଷ୍ଣୁ ସାହୁଙ୍କ ସ୍ମୃତିରେ ଶ୍ରେଷ୍ଠ ଶ୍ରୋତା ସଂମ୍ମାନ, ସ୍ବର୍ଗତ ନାଟ୍ୟଗୁରୁ ହରେକୃଷ୍ଣ ପୂଜାରୀଙ୍କ ସ୍ମୃତିରେ ଶ୍ରେଷ୍ଠ କଳାକାର ସଂମ୍ମାନ ଏବଂ ସ୍ବର୍ଗତ ସମାଜସେବୀ ବିପିନ ବିହାରୀ ପ୍ରଧାନଙ୍କ ସ୍ମୃତିରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଜଣଙ୍କୁ ଶ୍ରେଷ୍ଠ ସମାଜସେବୀ ସଂମ୍ମାନ ରେ ସଂମ୍ମାନୀତ କରାଯିବ । ଶେଷରେ କବିତା ଆସର ମଧ୍ୟ ଅନୁଷ୍ଠିତ ହେବ ବୋଲି ସଂଘର ସାଧାରଣ ସମ୍ପାଦକ ଯୁଧିଷ୍ଠିର ମହାପାତ୍ର ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like