-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||     

HOME   ଜିଲ୍ଲା

କୋକସରା ବ୍ଲକରେ ମଶାରୀ ବଣ୍ଟନ କାଯ୍ୟକ୍ରମ

13-Mar-2021



କଳାହାଣ୍ଡି,କୋକସରା(ତ୍ରିନାଥ ଵେଶ୍ରା): କୋରୋନା ମହାମାରୀ ସାରା ବିଶ୍ୱରେ ଆତଙ୍କ ସୁଷ୍ଟି କରୁଥିବା ସମୟରେ  ନିଜ କର୍ତ୍ତବ୍ୟ ସମ୍ପାଦନ କରିଆସୁଛନ୍ତି କୋରୋନା ଯୋଦ୍ଧା ମାନେ  l ଆଜି ମଧ୍ୟ ସେମାନେ ନିଜ ଯୁଦ୍ଧରେ ହାରି ନାହାନ୍ତି l କେବେ ଘର ବୁଲି କୋରୋନା ସର୍ଭେ କରିବା ତ କେବେ ସ୍କେନିଂ କରିବା କାମ ତୁଲାଇ ଆସୁଛନ୍ତି ଜିଲ୍ଲାର ବହୁ ସ୍ବାସ୍ଥ୍ୟ କର୍ମୀ, ଅଙ୍ଗୱାଡ଼ି ଦିଦି, ଆଶା ଦିଦି ମାନେ l ଗ୍ରାମାଞ୍ଚଳରେ ଓଡିଶା ସରକାରଙ୍କ  ଦ୍ଵାରା ପ୍ରଦତ୍ତ ମଶାରୀ ବଣ୍ଟନ କାଯ୍ୟକ୍ରମ ରେ ସାମିଲ ହୋଇ ଏମାନେ ନିଜ ଅଞ୍ଚଳକୁ  ମେଲେରିଆ ମୁକ୍ତ କରିପାରୁଛନ୍ତି l  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଅନ୍ତର୍ଗତ ଆମପାଣି, ବଡପୋଡ଼ା ଗୁଡା, ଡୁଡୁକା ଠେଙ୍ଗା ଗ୍ରାମ ପଞ୍ଚାୟତ ଅଧୀନ ପ୍ରତି ଗ୍ରାମରେ ପ୍ରଥମ ପର୍ଯ୍ୟାୟରେ ମଶାରୀ ବଣ୍ଟନ କରି ଥିବା ଦେଖିବାକୁ ମିଳିଛି l

କୋକସରା ବ୍ଲକ ଶିଶୁ ବିକାଶ ତତଫରୁ ମହିଳା ପରିଦର୍ଶୀକl ସୁଶ୍ରୀ ସୋରୋଜ ଲତା ଦେଇ ଓ ସୋନିଆ ହେମ୍ରମ ମଶାରୀ ବଣ୍ଟନ କରୁଥିବା ସମୟରେ ପ୍ରତ୍ୟେକ ସେଣ୍ଟର୍ ବୁଲି ଦେଖି ଥିଲେ lମଶାରୀ ବଣ୍ଟନ କରୁଥିବା ରୁ ଗ୍ରାମ ର ଲୋକମାନେ ମଶା ମାନଙ୍କ ଠାରୁ ମୁକ୍ତି ମିଳିବା ସହ ମେଲେରିଆ ରୋଗରୁ ରକ୍ଷା ପାଇବେ ବୋଲି ମତପ୍ରକାଶ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026

You Might Also Like