-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

କୃଷି ଯନ୍ତ୍ରପାତି ଏବଂ ପ୍ରଯୁକ୍ତି ବିଦ୍ୟା ପ୍ରଦର୍ଶନ ମେଳା ଅନୁଷ୍ଠିତ

13-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) :ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ଅଧିନସ୍ଥ କୃଷି ଯାନ୍ତ୍ରିକ ଓ ବୈଷୟିକ ମହାବିଦ୍ୟାଳୟ ରେ କାର୍ଯ୍ୟରତ ବିଭିନ୍ନ ସର୍ବ ଭାରତୀୟ ଗବେଷଣା ପ୍ରକଳ୍ପ ତରଫରୁ ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକର ମାଳତୀପୁଟ ଗ୍ରାମରେ କୃଷି ଯନ୍ତ୍ରପାତି ଏବଂ ପ୍ରଯୁକ୍ତି ବିଦ୍ୟା ପ୍ରଦର୍ଶନ ମେଳା ଅନୁଷ୍ଠିତ ହୋଇ ଯାଇଛି | ଏହି କାର୍ଯ୍ୟକ୍ରମ ରେ ପ୍ରଫେସର ସଞ୍ଜୟ କୁମାର ଦାଶ, କୃଷି ବିଭାଗ ର ସହକାରୀ ଯନ୍ତ୍ରୀ ଇଂ. ବିଶ୍ୱଜିତ ପାଟ୍ଟଯୋଶୀ, ସହକାରୀ କୃଷି ଅଧିକାରୀ ଆଶିଷ ମେହେର, ପ୍ରଫେସର ସଂଗ୍ରାମ କେଶରୀ ସ୍ୱାଇଁ, ପ୍ରଫେସର ପଦ୍ମଲୋଚନ ପ୍ରଧାନ, ପ୍ରଫେସର ଉମାଶଙ୍କର ପାଲ, କୃଷି ଯନ୍ତ୍ରୀ ଜୟ ନାରାୟଣ ମିଶ୍ର, ସ୍ଥାନୀୟ କୃଷି ବିଜ୍ଞାନ କେନ୍ଦ୍ର ର ବରିଷ୍ଠ ବୈଜ୍ଞାନିକ ଅନିଲ କୁମାର ସ୍ୱାଇଁ ପ୍ରମୁଖ ମଞ୍ଚାସିନ ଥିଲେ | ପଶୁସକ୍ତି ର ସଦୁପଯୋଗ, ଉନ୍ନତ କୃଷି ଯନ୍ତ୍ରପାତି, ଅମଳ ପରବର୍ତୀ କୃଷି ଯନ୍ତ୍ରପାତି ଓ ପ୍ରକ୍ରିୟାକରଣ, କୃଷି ଶ୍ରମ ବିଜ୍ଞାନ ଓ ସୁରକ୍ଷା ବିଷୟରେ ଏକ ଆଲୋଚନାଚକ୍ର ସମ୍ପାଦିତ ହୋଇଥିଲା | ବିଭିନ୍ନପ୍ରକାର ଅତ୍ୟାଧୁନିକ କୃଷି ଯନ୍ତ୍ରପାତି ତଥା ମକା ଚୋପା ଓ ମଞ୍ଜି ଛଡା ଯନ୍ତ୍ର, ଖାଇବା ତେଲ ବିଶୋଧନ ଯନ୍ତ୍ର,ଧାନ ତଳି ରୁଆ ଯନ୍ତ୍ର, ମଞ୍ଜି ଓ ସାର ବୁଣା ଯନ୍ତ୍ର, ନଡ଼ାକାଟା ଯନ୍ତ୍ର, ଘାସ ସଫା ଯନ୍ତ୍ର ଗୁଡିକ ର ସଦୁପଯୋଗ ଏବଂ ଉପକାରିତା ବିଷୟରେ ଉପସ୍ଥିତ  ଚାଷୀ ମାନଙ୍କୁ ଅବଗତ କରାଯିବା ସହିତ ଏହି ସଚେତନ ବାର୍ତ୍ତା ପ୍ରତ୍ୟେକ ଚାଷୀ ମାନଙ୍କ ପାଖରେ ପଂହଁଚାଇବା ପାଇଁ ମଞ୍ଚାସିନ ଅତିଥି ମାନେ ଉକ୍ତି ବାଢ଼ିଥିଲେ | "ବିଜ୍ଞାନୀ କୃଷକ " ଶୀର୍ଷକ ର ଏକ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ରେ ଉପସ୍ଥିତ ୩ ଶହ ରୁ ଉର୍ଦ୍ଧ ଚାଷୀ ମାନେ ଅତ୍ୟାଧୁନିକ କୃଷିପ୍ରଣାଳୀ ବିଷୟରେ ଅବଗତ ହୋଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like