-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଦେଶ ବିଦେଶ

ଏପ୍ରିଲରୁ ସ୍ୱାଭାବିକ ହେବ ଯାତ୍ରୀବାହୀ ରେଳ ଚଳାଚଳ, ଏବେସୁଦ୍ଧା ଗଡିଲାଣି ୭୦ ପ୍ରତିଶତ ଟ୍ରେନ୍

13-Mar-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) :   ଆସନ୍ତା ଏପ୍ରିଲ ମାସ ସୁଦ୍ଧା ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳ ସ୍ୱାଭାବିକ ହେବା ନେଇ ଇଷ୍ଟକୋଷ୍ଟ ରେଲୱେ ସୂଚନା ଦେଇଛି । ଗତ ବର୍ଷ ଠାରୁ କୋଭିଡ କଟକଣା ପାଇଁ ସମସ୍ତ ପ୍ରକାର ଯାତ୍ରୀବାହୀ ରେଳ ଚଳାଚଳକୁ ବାତିଲ କରା ଯାଇଥିଲା । କୋଭିଡ କଟକଣା କୋହଳ ହେବା ସହିତ ଇଷ୍ଟକୋଷ୍ଟ ରେଲୱେ ତରଫରୁ ଧୀରେ ଧୀରେ ରେଳ ଚଳାଚଳ ସ୍ବାଭାବିକ କରାଯାଉଛି।

ବର୍ତ୍ତମାନ ସୁଦ୍ଧା ପ୍ରାୟ ୭୦ ପ୍ରତିଶତ ତଥା ୫୨ ଟି ଯାତ୍ରୀବାହୀ ରେଳ ଚଳାଚଳ ସ୍ବାଭାବିକ ଭାବେ ଚାଲିଛି । ଆସନ୍ତା ଏପ୍ରିଲ ମାସ ସୁଦ୍ଧା ପୂର୍ବପରି ସମସ୍ତ ଯାତ୍ରୀବାହୀ ରେଳ ଚଳାଚଳ ସ୍ବାଭାବିକ ହେବା ନେଇ ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି ।

ଭାରତୀୟ ରେଳବାଇ ପର୍ଯ୍ୟାୟକ୍ରମେ ପାସେଞ୍ଜର ଟ୍ରେନ୍ ସଂଖ୍ୟାରେ ଲଗାତର ବୃଦ୍ଧି କରୁଛି । କୋଭିଡ୍ ସମୟରେ ରେଳବାଇ ଲକଡାଉନ୍ ପୂର୍ବ ତୁଳନାରେ ୭୦ ପ୍ରତିଶତ ମେଲ୍ ଓ ଏକ୍ସପ୍ରେସ୍ ଟ୍ରେନ୍ ଚଳାଚଳ କରୁଛି ।

ଆହୁରି ମଧ୍ୟ ନିକଟରେ ରେଳ ଭଡା ବୃଦ୍ଧି କରିଥିଲା । ରେଳବାଇ କହିଥିଲା ଯେ, ବୃଦ୍ଧି ପାଇଥିବା ଭଡା ସମାନ ଦୂରତା ପାଇଁ ଚାଲୁଥିବା ଟ୍ରେନ୍, ମେଲ୍, ଏକ୍ସପ୍ରେସ୍ ଆଦି ଆଧାରରେ ନିଷ୍ପତ୍ତି ନିଆଯାଇଛି । ଏବେ ଯାତ୍ରୀଙ୍କ କମ୍ ବାଟ ଯିବାକୁ ହେଲେ ମେଲ୍, ଏକ୍ସପ୍ରେସ୍ ଭଳି ଭଡା ଦେବାକୁ ହେବ । ୩୦ରୁ ୪୦ କିମି ଦୂରତା ଯାଉଥିବା ଯାତ୍ରୀ ଏଣିକି ଅଧିକ ଟଙ୍ଗା ଗଣିବେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like