-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||     

HOME   ରାଜ୍ୟ

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା : ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ୧୧ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜରେ ବର୍ଷା ସମ୍ଭାବନା ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼ରେ ହୋଇପାରେ ବର୍ଷା ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା

13-Mar-2021



ଭୁବନେଶ୍ୱର(ପ୍ରେରଣା ଖବର ବ୍ୟୁରୋ) :ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି।  ଉତ୍ତର ଉପକୂଳ ଓଡ଼ିଶା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଏବଂ ଗଂଜାମ ଜିଲ୍ଲାରେ ଗୋଟିଏ କି ଦୁଇଟି ସ୍ଥାନରେ  ବର୍ଷା ହୋଇପାରେ । ସେହିପରି ୧୧ଟି ଜିଲ୍ଲାରେ କାଳବୈଶାଖୀ ସହ ବଜ୍ରପାତ ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ସ୍ଥିତି ଉପରେ ନଜର ରଖିବାକୁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026

You Might Also Like