-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||     

HOME   ଜିଲ୍ଲା

ବ୍ୟବସାୟୀଙ୍କୁ ୩ ମୁଖା ପିନ୍ଧା ଦୁର୍ବୃତ୍ତଙ୍କ ଗୁଳିମାଡ, ଗୁରୁତର ଅବସ୍ଥାରେ ବିଶାଖାପାଟଣା ସ୍ଥାନାନ୍ତର

13-Mar-2021



ନବରଙ୍ଗପୁର, ଉମରକୋଟ (ପ୍ରେରଣା ଖବର),  ନବରଙ୍ଗପୁର ଜିଲ୍ଲା ଉମରକୋଟ ସହରରେ ଫୁଟିଲା ଗୁଳି। ବ୍ୟବସାୟୀଙ୍କୁ ଗୁଳିମାଡ଼ କରି ଫେରାର ହୋଇଗଲେ ୩ ଦୁର୍ବୃତ୍ତ। ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।
ସୂଚନାନୁସାରେ, ସହରର ଷ୍ଟାଇଲ ଫର୍ନିଚର ଓ ଷ୍ଟାଇଲ ପାର୍ଲର ବ୍ୟବସାୟୀ ଟି.ସଞ୍ଜୀବ ସୁବୁଦ୍ଧି ଦୋକାନ ବନ୍ଦ କରିବା ପରେ କାମ ସାରି ରାତି ପ୍ରାୟ ୯ ଟା ବେଳକୁ ବାଇକରେ ଝରିଗାଁ ରାସ୍ତାରେ ଥିବା ତାଙ୍କ ଘରକୁ ଫେରୁଥିଲେ । ସେହି ସମୟରେ ଘରୁ ଶହେ ମିଟର ଦୂରରେ ଏକ ବ୍ୟାଙ୍କ ସାମନାରେ ୩ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଏକ ବାଇକରେ ଆସିଥିଲେ । ଏବଂ ସଂଜୀବ ସୁବୁଦ୍ଧିଙ୍କ ଅଣ୍ଟାରେ ଜିରୋ ରେଞ୍ଜରେ ବନ୍ଧୁକ ରଖି ଗୁଳି ମାରି ଫେରାର ହୋଇ ଯାଇଥିଲେ। ସଞ୍ଜୀବ ସୁବୁଦ୍ଧି ଘଟଣା ସ୍ଥଳରେ ଟଳି ପଡ଼ିଥିଲେ।ଆଖ ପାଖରେ ଥିବା ଲୋକ ଗୁଳି ଫୁଟିବା ଶବ୍ଦ ଓ ବ୍ୟବସାୟୀ ବାଇକରୁ ଟଳି ପଡିଥିବା ଦେଖି ତୁରନ୍ତ ତାଙ୍କୁ ଉଦ୍ଧାର କରି ପ୍ରଥମେ ଉମରକୋଟ ମେଡ଼ିକାଲ ପରେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ଅବସ୍ଥା ଗୁରୁତର ହେବାରୁ ସଂଜୀବଙ୍କୁ ରାତିରେ କୋରାପୁଟ ମେଡିକାଲ ନିଆଯାଇଥିଲା । ସେଠାରୁ ବିଶାଖାପାଟଣା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ପୂର୍ବରୁ କିଛି ଲୋକଙ୍କ ସହ ସଞ୍ଜୀବଙ୍କ ଝଗଡା ହୋଇଥିଲା, ଏହାକୁ ନେଇ ଉମରକୋଟ ଥାନାରେ ସଂଜୀବ ଅଭିଯୋଗ ମଧ୍ୟ କରିଥିଲେ ।୧୦ ଦିନ ପୂର୍ବରୁ ଦୁଇ ଜଣ ଲୋକ ମୁଖା ପିନ୍ଧି ଉମରକୋଟ ବ୍ଲକ ଅଫିସ ନିକଟରେ ଥିବା ସଂଜୀବ ସୁବୁଦ୍ଧିଙ୍କ ଫର୍ନିଚର ଦୋକାନକୁ ଆସିଥିଲେ ବୋଲି ସଞ୍ଜୀବଙ୍କ ଭାଇ କହିଛନ୍ତି । ଉମରକୋଟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣା ସ୍ଥଳରେ ଲାଗିଥିବା ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଆଗକୁ ବଢାଇଛି ପୋଲିସ୍ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026

You Might Also Like