-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||     

HOME   ରାଜ୍ୟ

କନ୍ଧମାଳ ଜିଲାପାଳ ନେଲେ ଦ୍ୱିତୀୟ ଡୋଜ କୋଭିସିଲଡ୍‌ ଟିକା: କନ୍ଧମାଳ ଜିଲାରେ ୨୨,୮୯୯ ଜଣଙ୍କୁ ହୋଇଛି ଟିକାକରଣ

13-Mar-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲାପାଳ ଡା.ବୃନ୍ଦା ଡିଙ୍କୁ ଆଜି ଦିଆଯାଇଛି କରୋନା ଭ୍ୟାକ୍ସିନ କୋଭିସିଲଡର ଦ୍ୱୀତିୟ ଡୋଜ। ସେହିଭଳି ଜିଲାର ଅନ୍ୟ କେତେକ ଅଧିକାରୀଙ୍କ ସମେତ ଅନ୍ୟମାନେ ମଧ୍ୟ ଗ୍ରହଣ କରିଛନ୍ତି ଦ୍ୱିତୀୟ ଡ଼ୋଜ୍। ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଚାଲିଥିବା ଟିକାକରଣ କେନ୍ଦ୍ରରେ ଆଜି ଜିଲାପାଳ ନେଇଥିଲେ ଦ୍ୱିତୀୟ ଡୋଜ କୋଭିସିଲଡ୍‌ ଟିକା। ଏଥିସହ ଆଜି ଜିଲାର ବିଭିନ୍ନ ଟିକାକରଣ କେନ୍ଦ୍ରରେ ସମୁଦାୟ ୧୨୭୩ ଜଣଙ୍କୁ କୋଭିଡ-୧୯ ଟିକା ଦିଆଯାଇଛି ବୋଲି କନ୍ଧମାଳ ଜିଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଭିନ୍ନ ଭିନ୍ନ ପର୍ଯ୍ୟାୟରେ ଚାଲିଥିବା ଏହି ଟିକାକରଣ କାର୍ଯ୍ୟକ୍ରମରେ ଆଜି ପର୍ଯ୍ୟନ୍ତ ସମଗ୍ର କନ୍ଧମାଳ ଜିଲାର ୧୨ ଟି ବ୍ଳକରେ ସମୁଦାୟ ୨୨ ହଜାର ୮୯୯ ଜଣଙ୍କୁ ଟିକା ଦିଆ ଯାଇଥିବା ଜଣାପଡିଛି। ସେଥିମଧ୍ୟରୁ ୭୧୦୭ ଜଣ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଡୋଜ ଦିଆଯାଇଥିବା ବେଳେ ୫୯୨୭ ଜଣଙ୍କୁ ଦ୍ୱିତୀୟ ଡୋଜ, ୪୩୪୬ ଜଣ ଆଗ ଧାଡିର ସରକାରୀ କର୍ମଚାରୀଙ୍କୁ ପ୍ରଥମ ଡୋଜ ଏବଂ ୧୨୨୫ ଜଣଙ୍କୁ ଦ୍ୱୀତିୟ ଡୋଜ ଦିଆଯାଇଛି। ସେହିଭଳି କନ୍ଧମାଳ ଜିଲାରେ ଆଜି ପର୍ଯନ୍ତ ୪୦୦୮ ଜଣ ୬୦ ବର୍ଷରୁ ଉର୍ଦ୍ଧ୍ବ ବରିଷ୍ଠ ନାଗରିକ କୋଭିସିଲଡ୍‌ ଟିକା ନେଇଛନ୍ତି। ୪୫ରୁ ୬୦ ବର୍ଷ ଭିତରେ ଜଟିଳ ରୋଗ ଭୋଗୁଥିବା ୨୮୬ ଜଣଙ୍କୁ ମିଲିଛି କରୋନା ଟିକା। ସୂଚନା ଅନୁସାରେ ଗତ ଚାରିଦିନ ହେଲା ଜିଲାରେ କୋଭିଡ ସଂକ୍ରମଣ ଶୂନ ରହିଛି। ମହାମାରୀକୁ ଏକ ବର୍ଷ ପୂରିବାକୁ ଯାଉଥିବା ବେଳେ କନ୍ଧମାଳ ଜିଲାରେ ଆଜିସୁଦ୍ଧା କୋଭିଡ ସଂକ୍ରମିତଙ୍କ ସଂଖ୍ୟା ୫୯୫୧ ରହିଛି। ଏଥି ମଧ୍ୟରୁ ୫୯୧୮ ଜଣ ସୁସ୍ଥ ହୋଇଥିବା ବେଳେ ୩୩ ଜଣ କରୋନା ସଂକ୍ରମଣରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026

You Might Also Like