-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଜିଲ୍ଲା

ବିଭିନ୍ନ ପଞ୍ଚାୟତ ରେ ଗଡ଼ିଲା କୃଷି ରଥ, ଦାସକାଠିଆ ମାଧ୍ୟମରେ ବଣ୍ଟାଗଲା ବାର୍ତ୍ତା

13-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) : ସରକାର ଙ୍କ ଭିନ୍ନ ପ୍ରୟାସ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ କୃଷି ଭିତିକ ସଚେତନତା ବାର୍ତ୍ତା ପ୍ରଦାନ କରାଯାଉଛି ଗ୍ରାମାଞ୍ଚଳରେ | ବିଲୁପ୍ତ ପ୍ରାୟ ପାଲା, ଦାସକାଠିଆ, ପଥପ୍ରାନ୍ତ ନାଟକ ଭଳି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ଗ୍ରାମେ ଗ୍ରାମେ ଜମୁଛି ଭିଡ | ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକର ବାହାଡାଝୋଲା, ହରିପୁର ଏବଂ ବେରୁଆବାରି ପଞ୍ଚାୟତ ର ବିଭିନ୍ନ ଗ୍ରାମରେ ଗଡ଼ିଲାଣି କୃଷି ରଥ | ଏହି ରଥକୁ ନୂଆଗାଁ ବ୍ଲକର ଭାଇସ ଚେୟାରମ୍ୟାନ ପୁଷ୍ପାଞ୍ଜଳି ସାହୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ସେଠାରେ ପଞ୍ଚାୟତ ର ଲୋକପ୍ରତିନିଧି ମାନେ ଉପସ୍ଥିତ ଥିଲେ | ଏହି ରଥ ଉକ୍ତ ତିନୋଟି ପଞ୍ଚାୟତ ର ବିଭିନ୍ନ ଗ୍ରାମରେ ପଂହଁଚି କୃଷି ଭିତ୍ତିକ ସଚେତନତା ବାର୍ତ୍ତା ବାଣ୍ଟିବାରେ ସଫଳ ଲାଭ କରିଛି | ଦାସକାଠିଆ କାର୍ଯ୍ୟକ୍ରମ ମାଧ୍ୟମରେ ଅତ୍ୟାଧୁନିକ କୃଷି ପ୍ରଣାଳୀ, ବିଭିନ୍ନ ବୈଜ୍ଞାନିକ ଯନ୍ତ୍ରପାତି ର ବ୍ୟବହାର ଏବଂ ଉପକାରିତା, ଉନ୍ନତ ମାନର ସାର ଓ ବିହନ ଉପଯୋଗ ସହିତ ସରକାରୀ ସହାୟତା ବିଷୟରେ ଜନସଧାରଣ ଙ୍କୁ ବୁଝାଇଦିଆଯାଇଥିଲା | ଏହି ଦାସକାଠିଆ କାର୍ଯ୍ୟକ୍ରମ ଦେଖିବାକୁ  ବେଶ ଭିଡ ଜମିଥିଲା | ଗ୍ରାମ କୃଷି କର୍ମଚାରୀ ସୁଶାନ୍ତ କୁମାର ଯାନୀ ଏବଂ ସହକାରୀ ବୈଷୟିକ ପରିଚାଳକ ବଦ୍ରିନାରାୟଣ ସ୍ୱାଇଁ ଉକ୍ତ କାର୍ଯ୍ୟକ୍ରମ ତଥା କୃଷି ରଥର ପରିଚାଳନା କରିଥିଲେ | 


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like