-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||     

HOME   ରାଜ୍ୟ

ସରକାରୀ ଇଞ୍ଜିନିୟରିଂ ଓ ପଲିଟେକନିକ୍ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର

13-Mar-2021



ଭୁବନେଶ୍ବର,(ଶୁଭାଶିଷ ନାୟକ) :ପ୍ରାୟ ୯ ମାସ ଧରି ବନ୍ଦ ଥିବା ହଷ୍ଟେଲ ପାଇଁ ଛାତ୍ରଛାତ୍ରୀଙ୍କୁ ଦେବାକୁ ପଡ଼ିବ ନାହିଁ ଫି। ରାଜ୍ୟରେ ସମସ୍ତ ସରକାରୀ ଇଞ୍ଜିନିୟରିଂ ଓ ପଲିଟେକନିକ୍ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର। କରୋନା ସମୟରେ ପ୍ରାୟ ୯ ମାସ ଧରି ହଷ୍ଟେଲ ବନ୍ଦ ଥିଲା । ସେହି ମାସଗୁଡ଼ିକ ଲାଗି ଛାତ୍ରଛାତ୍ରୀଙ୍କୁ ହଷ୍ଟେଲ ଫି’ ଦେବାକୁ ପଡ଼ିବନାହିଁ। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

କରୋନା ପାଇଁ ୨୦୨୦ ଏପ୍ରିଲରୁ ଡିସେମ୍ବର ପର୍ୟ୍ୟନ୍ତ ବନ୍ଦ ରହିଥିଲା ହଷ୍ଟେଲ । ସରକାରୀ ଇଞ୍ଜିନିୟରିଂ ଓ ପଲିଟେକନିକ୍ ଅନୁଷ୍ଠାନଗୁଡ଼ିକ ହଷ୍ଟେଲ ଫି’ ବାବଦକୁ ମାସିକ ୩୩୩ ଟଙ୍କା ଲେଖାଁଏ ନେଇଥାନ୍ତି । ସେହି ଅନୁସାରେ ସମୁଦାୟ ହଷ୍ଟେଲରେ ରହୁଥିବା ୧୭ହଜାର ୧୨ ଜଣ ଛାତ୍ରଛାତ୍ରୀଙ୍କ ଫି’ ବହନ କରିବେ ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇସାରିଛି ।


ପୂର୍ବରୁ ସରକାରୀ ଆଇଟିଆଇ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି’ ଛାଡ଼ କରିଥିଲେ ରାଜ୍ୟ ସରକାର । ଏଥିରେ ପ୍ରାୟ ୩୦ହଜାର ଛାତ୍ରଛାତ୍ରୀ ଉପକୃତ ହୋଇଥିଲେ। ମାଟ୍ରିକ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି’ ମଧ୍ୟ ଛାଡ଼ କରାଯାଇଥିଲା । ରାଜ୍ୟ ସରକାରଙ୍କର ଏଭଳି ଫି’ ଛାଡ଼ ନିଷ୍ପତ୍ତିକୁ ଉଭୟ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କ ମହଲରେ ସ୍ୱାଗତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026

You Might Also Like