-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିନା ପରୀକ୍ଷାରେ ପ୍ରଥମରୁ ଅଷ୍ଟମ ସମସ୍ତେ ପାସ୍, ଅପ୍ରେଲ ପରିବର୍ତ୍ତେ ଜୁନ୍‌ରେ ଆରମ୍ଭ ହୋଇପାରେ ଆସନ୍ତା ଶିକ୍ଷାବର୍ଷ

13-Mar-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ): ପରୀକ୍ଷା ନଦେଇ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉପର ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏ ନେଇ ବିଦ୍ୟାଳୟ ଓ ଗଣସିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ବିନା ପରୀକ୍ଷାରେ ପାସ୍ ହେବେ । ଅନ୍ୟ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ଏଭଳି କରାଯିବ ।

ଦୀର୍ଘ ୯ ମାସ ସ୍କୁଲ ବନ୍ଦ ପରେ ପ୍ରଥମେ ଦଶମ ଓ ଦ୍ୱାଦଶ ପିଲାଙ୍କ କ୍ଲାସ୍‌ ହେଲା । ଏହାର ଗୋଟିଏ ମାସ ପରେ ନବମ ଓ ଏକାଦଶ ଶ୍ରେଣୀ ପାଠପଢ଼ା ଚାଲିଲା । ପରେ ପ୍ରଥମରୁ ଅଷ୍ଟମ ଖୋଲିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତୁତ ହୋଇଥିଲା । ବିଭିନ୍ନ ସ୍ତରରେ ଆଲୋଚନା ଆଉ ପର୍ଯ୍ୟାଲୋଚନା ପରେ ଗତ ଫେବ୍ରୁଆରୀ ଶେଷ ଆଡ଼କୁ ଖୋଲିବ ବୋଲି ଯୋଜନା ରହିଥିଲା । କିନ୍ତୁ ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼ ପରି ରାଜ୍ୟରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଥିଲା ।

ମାର୍ଚ୍ଚରେ ଖୋଲିବ ବୋଲି ବିଭାଗ ପକ୍ଷରୁ ସଂକେତ ମିଳିଥିଲା । ହେଲେ କରୋନାର ବର୍ତ୍ତମାନ ସ୍ଥିତିକୁ ଦେଖି ଏଭଳି ନିଷ୍ପତ୍ତି ହୋଇଛି । ମାର୍ଚ୍ଚ ଅଧା ହେଲାଣି । ସ୍କୁଲ ଖୋଲି ପ୍ରଥମରୁ ଅଷ୍ଟମ କ୍ଲାସ୍‌ କରିବାକୁ ବି ଆଉ ସମୟ ନାହିଁ। ତେଣୁ ସେମାନଙ୍କର ଅନ୍‌ଲାଇନ୍‌ କ୍ଲାସ୍‌ ଓ ପରୀକ୍ଷାକୁ ଭିତ୍ତି କରି ଉପର ଶ୍ରେଣୀକୁ ପାସ୍‌ କରାଯିବ । ଆଉ ସେମାନଙ୍କର ଚଳିତ ଶିକ୍ଷା ବର୍ଷ ପାଇଁ ସ୍କୁଲ ଖୋଲିବ ନାହିଁ । ଏକାଥରକେ ନୂଆ ଶିକ୍ଷା ବର୍ଷ ଆରମ୍ଭ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ