-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   (20-Mar-2026)       ||      *ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   (19-Mar-2026)       ||      ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   (19-Mar-2026)       ||      ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||     

HOME   ଜିଲ୍ଲା

ଉଲୁଣ୍ଡା- ବିଷପିଇ ନବ ବଧୂଙ୍କ ଆତ୍ମହତ୍ୟା, କାରଣ ଅଷ୍ପଷ୍ଟ

16-Oct-2020



ଉଲୁଣ୍ଡା୧୬ା୧୦(ଗୌର ଚନ୍ଦ୍ର ପରିଚ୍ଛା)- ଉଲୁଣ୍ଡା ବ୍ଲକ ହିଙ୍ଗମା ବୁଧିଆପାଲି ଗ୍ରାମରେ ଜଣେ ନବ ବିବାହିତ ମହିଲା ବିଷ ପିଇ ଆତ୍ମହତ୍ୟା କରିଛନ୍ତି । ମୃତ ମହିଲା ଜଣକ ହେଲେ ମିରା ବାଘ(୨୮) ।  କେଉଁ କାରଣରୁ ଆତ୍ମହତ୍ୟା କଲେ ତାହା ଷ୍ପଷ୍ଟ ହୋଇନଥିବା ବେଲେ ପୋଲିସ ତଦନ୍ତ ଜାରି ରଖିଛି । ଏନେଇ ଝିଅର ପରିବାର ଲୋକେ କୌଣସି ଅଭିଯୋଗ କରିନଥିବା ଜଣାପଡିଛି ।  ସୂଚନା ଅନୁଷାରେ ବୀରମହାରଜପୁର ବ୍ଲକ  ଠେଙ୍ଗୋ ଖଇରମାଲ ଗ୍ରାମର ନେତ୍ର ବାଙ୍କଙ୍କ ଝିଅ ମିରା ହିଙ୍ଗମା ବୁଧିଆପାଲି ଗ୍ରାମର ମଧୂସୂଧନ ବାଘଙ୍କୁ ତିନି ବର୍ଷ ପୁର୍ବରୁ ବିବାହ କରିଥିଲେ । ବିବାହ ପରେ ହସ ଖୁସିରେ ରହିଆସୁଥିଲେ । ତାଙ୍କର ସନ୍ତାନ ସନ୍ତତି ନଥିବା ଜଣାପଡିଛି ।  ଆଜି ମଧୁସୁଦନ ନିଜ ବିଲକୁ କାମ କରିବାକୁ ଯାଇଥିଲେ । ଦିନ ପ୍ରାୟ ୧୨ ଟା ସମୟରେ ଘରକୁ ଫେରିବା ପରେ ତାଙ୍କ ସ୍ତ୍ରୀ ବିଷ ପିଇ ଦେଇଥିବା ଜାଣିପାରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ସୋନପୁର ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ମାତ୍ର ସେଠାରେ  ଦାକ୍ତର ତାଙ୍କୁ  ମୃତ ଘୋଷଣା କରିଥିଲେ । ଖବର ପାଇ ହିକୁଡି ଫାଣ୍ଡି ଅଧିକାରୀ ଶବକୁ ଜବତ କରିଥିବା ବେଲେ  ଆସନ୍ତାକାଲି ଶବ ବ୍ୟବଛେଦ ପରେ  ପରିବାର ଲୋକଙ୍କୁ ହସ୍ତାନ୍ତର କରାଜିବ ବୋଲି ପ୍ରକାଶ କରିଥିଲେ । ତେବେ ମୃତ୍ୟୁର କରଣ ଷ୍ପଷ୍ଟ ହୋଇନାହିଁ । ତେବେ ଝିଅର ପରିବାର ଲୋକେ କୌଣସି ଅଭିଯୋଗ କରିନଥିବା ବେଲେ ତଦନ୍ତ ଜାରି ରହିଥିବା ଫାଣ୍ଡି ଅଧିକାରୀ  ଶିଶୁପାଲ ନାଗ ପ୍ରକାଶ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ -ବିଞ୍ଝାରପୁର ରାସ୍ତା ର ଚିଙ୍ଗୁଡ଼ିଆ ନାଳ ରେ ନିର୍ମାଣ ହେବ ହାଇ ଲେବୁଲ ବ୍ରିଜ   20-Mar-2026
  ଜିଲ୍ଲା  
*ନୂଆପଡାରେ ଡୁଡା ସମୀକ୍ଷା ବୈଠକ ଅନୁଷ୍ଠିତ : ରାଜସ୍ୱ ସଂଗ୍ରହରେ ଉନ୍ନତି ପାଇଁ ଜିଲ୍ଲାପାଳଙ୍କ ଗୁରୁତ୍ୱ*   19-Mar-2026
  ଜିଲ୍ଲା  
ବରପାଲି ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ହିନ୍ଦୁ ନବ ବର୍ଷ ପାଳିତ ,   19-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026

You Might Also Like