-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ସତରେ ପ୍ରେମ କଣ ଅନ୍ଧ ? ଯୌବନ ଲାଳସାରେ ଦେଢ଼ ବର୍ଷର ଶିଶୁକୁ ଅନାଦର କରି ପ୍ରେମିକ ସହ ଫେରାର ମାରିଛି ମାଁ

13-Mar-2021



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର) : ବଲାଙ୍ଗୀର ସହରରେ ଏକ ଅପ୍ରୀତିକର ଘଟଣା ବେଶ୍ ଚର୍ଚାର ବିଷୟ ହୋଇଛି । ସୂଚନା ମତେ, ରାଜସ୍ଥାନର ବାଡମେର ଜିଲ୍ଲା ମଣ୍ଡଳୀ ଥାନା ଅନ୍ତର୍ଗତ ରାଜସ୍ଥାନ ସହରରୁ ଆସିଛି  ଏପରି ଏକ ଚାଞ୍ଚଲ୍ୟକର ତଥ୍ୟ। ଗୋଟିଏ ଦେଢ଼ ବର୍ଷର ଶିଶୁକନ୍ୟାକୁ ଛାଡ଼ି ପ୍ରେମିକ ସହ ଫେରାର ମାରିଛି ମାଁ । ଚଳିତ ବର୍ଷ ମାର୍ଚ୍ଚ ୫ ତାରିଖ ରାତି ୧୨ଟାରେ ରାଜସ୍ଥାନ ର ଜାଜସ୍ଥୀ ଗାଁର ଶ୍ରବଣ(୩୫) ଙ୍କ ସହ ଗୁଡି (ହୀନା) ଫେରାର ମାରିଥିବା ସୂଚନା ରହିଛି।  ଏ ସଂକ୍ରାନ୍ତରେ ଗୁଡି (ହୀନା)ଙ୍କ ସମ୍ପର୍କିୟ ମାନେ ରାଜସ୍ଥାନ ମଣ୍ଡଳୀ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରିଛନ୍ତି। ଅନ୍ୟପଟେ ରାଜସ୍ଥାନ ମଣ୍ଡଳୀ ଥାନାଧିକାରୀ ଉଭୟଙ୍କ ଫୋନ ନମ୍ବର ଟ୍ରାକିଂ କରି ଫେରାର୍ ଥିବା ଦୁଇ ପ୍ରେମୀଯୁଗଳ ବଲାଙ୍ଗୀର ଅଭିମୁଖେ ବାହାରି ଥିବା ଜାଣିପାରିବା ପରେ ଏହି ଚର୍ଚା ଆହୁରି ଜୋର୍ ଧରିଛି । ପୀଡିତା ପରିବାରଙ୍କୁ ପୂର୍ଣ୍ଣ ମାତ୍ରାରେ ସହଯୋଗ କରିବାକୁ ବଲାଙ୍ଗୀର ଥାନାରେ  ନିବେଦନ କରିଛନ୍ତି ରାଜସ୍ଥାନ ପୋଲିସ । ରାଜସ୍ଥାନ ମଣ୍ଡଳୀ ଥାନାରୁ ଏକ ସ୍ବତନ୍ତ୍ର ପୋଲିସ ଟିମ ତଦନ୍ତ ପାଇଁ ବଲାଙ୍ଗୀର ପଠା ଯାଇଛି ।  ରାଜସ୍ଥାନ ମଣ୍ଡଳୀ ଥାନାରୁ ଆସିଥିବା ପୋଲିସ ଟିମ୍ ବଲାଙ୍ଗୀର ସହରର ସମସ୍ତ ଲଜ୍, ଧର୍ମଶାଳା , ହୋଟେଲ ଆଦି କୁ ଯାଇ ରେଜିଷ୍ଟରର ତନ୍ନ ତନ୍ନ କରି ତଦନ୍ତ ପ୍ରକ୍ରିୟା ଯାରି ରଖିଛି। ସେପଟେ ଡେଢ ବର୍ଷର ଶିଶୁକନ୍ୟାକୁ ଗୁଡି ଉରଫ୍ ହୀନା ଘରୁ ଛାଡି ଯାଇଥିବା ବେଳେ ଦେଢ଼ ଲକ୍ଷ ଟଙ୍କା ଓ କିଛି ସୁନା ଗହଣା ସାଙ୍ଗରେ ନେଇ ଫେରାର୍ ମାରିଥିବା ଗୁଡି ର ଡେଢ ଶଶୁର ନେମlରାମ ଚୌଧରୀ ସୂଚନା ଦେଇଛନ୍ତି। ଅନ୍ୟପଟେ ଗୁଡି ସହ ଫେରାର ଥିବା ଶ୍ରବଣ ବିବାହିତ ଥିବା ସହ ତାଙ୍କର ଭାଇ ଭଉଣୀ ମାଁ ସମସ୍ତେ ରାଜସ୍ଥାନ ଯାଜସ୍ତୀ ଗାଁ  ରେ  ରହୁଥିବା ବେଳେ ଶ୍ରବଣ ବଲାଙ୍ଗୀର ସହରରେ ଗତ କିଛି ବର୍ଷ ହେବ ଠିକାଦାର ଭାବେ କାର୍ଯ୍ୟ କରି ଆସୁଥିବା ସୂଚନା ରହିଛି। ତେବେ ଏହି ଘଟଣା ଲୋକଲୋଚନକୁ ଆସିବା ପରେ ଲୋକଙ୍କ ଭିନ୍ନ ଭିନ୍ନ ମତ ପ୍ରକାଶ ପାଇଛି l ଗୋଟିଏ  କୋମଳମତି ଶିଶୁ କନ୍ୟାକୁ ଛାଡି ଯୌବନ  ଲାଳସାରେ ମାଁ ପଳାୟନ କରିଥିବା ଘଟଣାକୁ ସବୁ ମହଲରେ ନିନ୍ଦା କରିବା ସହ ଚର୍ଚ୍ଚା ଜୋର୍ ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like