-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ଭାରତୀୟ ଜନତା ପାର୍ଟି ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

13-Mar-2021



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ଭାରତୀୟ ଜନତା ପାର୍ଟିର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ବଲାଙ୍ଗିର ସ୍ଥିତ ଭଗବତ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବର୍ତ୍ତମାନ ପର୍ଯ୍ୟନ୍ତ କୃଷକଙ୍କର ହଜାର ହଜାର ବସ୍ତା ଧାନ ମଣ୍ଡିରେ ଖୋଲା ଆକାଶ ତଳେ ପଡ଼ିଥିବା ବିଷୟ ଓ ଲୋୟର୍‌ ସୁକ୍‌ତେଲ୍‌ ପ୍ରକଳ୍ପ ସମସ୍ୟାକୁ ନେଇ ନିନ୍ଦା ପ୍ରସ୍ତାବ ଆଗତ କରାଯାଇଥିଲା । ବୈଠକର ପ୍ରଥମ ଅଧିବେଶନରେ ବଲାଙ୍ଗିର ଜିଲ୍ଲା ସଭାପତି ଶିବାଜୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରିଣୀ ବୈଠକରେ ଭାରତୀୟ ଜନତା ପାର୍ଟିର ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ସଭାପତି କନକ ବର୍ଦ୍ଧନ ସିଂହଦେଓ ମୁଖ୍ୟ ଅତିଥି ଭାବେ  ଯୋଗ ଦେଇଥିଲେ । ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାମାନେ ସଂଗଠିତ ହୋଇ ଆଗାମୀ ତ୍ରିସ୍ତରୀୟ ଗ୍ରାମ ପଞ୍ଚାୟତରେ ବୁଥ୍‌ ସ୍ତରରେ କାର୍ଯ୍ୟ କରିବା ଉପରେ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାରତୀ ମହାନନ୍ଦ, ଜିଲ୍ଲାର ପୂର୍ବତନ ସଭାପତି ପାଟଣାଗଡ଼ ବ୍ଲକ୍‌ ଅଧ୍ୟକ୍ଷ ଭକ୍ତବନ୍ଧୁ ନାଏକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅନନ୍ତ ଦାସ, ମିଡ଼ିଆ ପ୍ରଭାରୀ ଦିନେଶ ଶର୍ମା ଓ ସଂଯୋଜକ ଆଲୋକ ନାଏକ ଯୋଗ ଦେଇଥିଲେ । ଜିଲ୍ଲା କମିଟିର ୬୩ ଜଣ ସଦସ୍ୟଙ୍କୁ  ମନୋନୀତ କରାଯାଇଥିଲା । ଶେଷରେ ଅମିତ ସିଂ ନିନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like