-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଅପରାଧ

ବଲାଙ୍ଗିର : ଦେଶୀ ବନ୍ଧୁକ ସହ ଶିକାର କରାଯାଇଥିବା ମୃତ ବନ୍ୟ ଜନ୍ତୁ ଉଦ୍ଧାର,ତିନି ଅଭିଯୁକ୍ତ ଗିରଫ

13-Mar-2021



ବଲାଙ୍ଗିର (ପ୍ରେରଣା ଖବର ବ୍ୟୁରୋ) :ବଲାଙ୍ଗୀର ବନବିଭାଗର ମୋବାଇଲ ସ୍କ୍ବାଡ୍‌ କରକଚିଆ – ଦୁମଦୁମି ଛକ ନିକଟରେ ଶନିବାର ବେଆଇନ ଭାବେ ବନ୍ୟଜନ୍ତୁ  ଶୀକାର ଅଭିଯୋଗରେ ଜଣେ ଶିକାରୀ ଯୁବକକୁ  ଗିରଫ କରିଛି ବଲାଙ୍ଗିର ବନବିଭାଗ।  ଗିରଫ ଯୁବକ ହେଲେ ବଲାଙ୍ଗିର ସଦର ବ୍ଲକ ବାଦିପାଲି ଗାଁର ବୋଲି ଜଣ ଯାଇଛି ।   ଲୋଇସିଂହା ରେଞ୍ଜ ଅନ୍ତର୍ଗତ କରକଚିଆ ଛକ ନିକଟରେ ବଲାଙ୍ଗିର ବନବିଭାଗର ମୋବାଇଲ ସ୍କ୍ବାଡ୍‌ ପେଟ୍ରୋଲିଂ କରାଯାଉଥିବା ବେଳେ ଭୋର ପ୍ରାୟ ୪ ଟା ସମୟରେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିଛି । ତାଙ୍କ ନିକଟରୁ ଦେଶୀ ବନ୍ଧୁକ ଓ ଦୁଇଟି ମୃତ ବନ୍ୟ ବିଲେଇ ଓ ଏକ ମୃତ ଠେକୁଆ ଜବତ କରାଯାଇଛି । ୩ଜଣ ଯୁବକ ଜଙ୍ଗଲ ଭିତରେ ଶୀକାର କରି ବାଇକରେ ଫେରୁଥିବା ବେଳେ ବନବିଭାଗ ହାବୁଡରେ ପଡିଥିଲେ ।  ତେବେ ୨ ଜଣ ଯୁବକ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ବେଳେ ବାଇକ ଚଳାଉଥିବା ଯୁବକ ଘଟଣାସ୍ଥଳରେ ଧରାପଡିଥିବା ନେଇ ବଲାଙ୍ଗିର ଡିଏଫଓ ସମୀର କୁମାର ଶତପଥୀ ସୂଚନା ଦେଇଛନ୍ତି । ତେବେ ଗିରଫ ଯୁବକ ଜଣକ କହିବାନୁଯାଇ ସେ  ନିକଟ ଗାଁରେ ଚାଲିଥିବା ମେଳା ଦେଖିସାରି ଭୋରୁ ଘରକୁ ଫେରୁଥିବା ବେଳେ ରାସ୍ତାରେ ବନ୍ଧୁକଧାରୀ ଦୁଇ ଯୁବକଙ୍କୁ ବାଇକରେ ଲିଫ୍ଟ ଦେଇଥିଲେ ସେମାନେ କଣ କରନ୍ତି ମୁ ଜାଣିନାହିଁ  ବୋଲି ଗିରଫ ଯୁବକ ପ୍ରକାଶ କରିଛନ୍ତି  ।

 

ସେହିପରି କରକଚିଆ – ଦୁମଦୁମି ପାହାଡ ରାସ୍ତାରୁ ଖଇରକାଠ ବୋଝେଇ ଦଶ ଚକିଆ ଟ୍ରକ ସହ ୩ ଜଣ କାଠ ମାଫିଆଙ୍କୁ  ବନବିଭାଗ ଗିରଫ କରିଛି । ଖଇର କାଠ ଚୋରାଚାଲାଣ ପାଇଁ ଲୋଡିଂ ଚାଲିଥିବା ଖବର ପାଇ  ବନବିଭାଗର ମୋବାଇଲ ସ୍କ୍ବାଡ୍‌ ଗତକାଲି ରାତି ୧୧ ଟାରୁ ସଂପ୍ରୁକ୍ତ ଅଞ୍ଚଳରେ ପେଟ୍ରୋଲିଂ ଓ ଚଢାଉ କରାଯାଇଥିଲା ଆଜି ଭୋରୁ ଚୋରା ଚାଲାଣ ପାଇ ଖଇର କାଠ ଗଣ୍ଡି ଟ୍ରକ୍ ରେ ଲୋଡ୍ ଚାଲିଥିବା ବେଳେ ବନବିଭାଗର ମୋବାଇଲ ସ୍କ୍ବାଡ୍‌ କାଠ ସମେତ ଦଶ ଚକିଆ ଟ୍ରକକୁ ଜବତ କରିବା ସହ ୩ ଜଣ କାଠ ମାଫିଆଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ସମ୍ବଲପୁରର  ଟ୍ରକ୍ ମାଲିକ ସୁରଜିତ୍ ସିଂ, କାଠ ମାଫିଆ ସାଜନ୍ ଖାନ୍ ଓ ଜଣେ ମେକାନିକ୍ ମୁନ୍ନା ଖାନ୍ ।  ତିନିଜଣ ଯାକ ଅଭିଯୁକ୍ତ ସମ୍ବଲପୁରର ବୋଲି ଜଣା ପଡ଼ିଛି । ଜବତ ହୋଇଥିବା ଖଇର କାଠର ମୂଲ୍ୟ ୩ ଲକ୍ଷ ଟଙ୍କାରୁ ଉର୍ଦ୍ଧ  ହେବ ବୋଲି ଜଣ ପଡିଛି।  ତେବେ ଗିରଫ ୪ ଜଣଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଡିଏଫଓ ଶତପଥୀ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like