-+91-9937148622 |

prerana_bgr@rediffmail.com |

  Wednesday 6th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||      ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   (05-May-2026)       ||      ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   (05-May-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୦ଟି ଦରଖାସ୍ତ ଗ୍ରହଣ, ୬ଟିର ତୁରନ୍ତ ସମାଧାନ   (05-May-2026)       ||      ବରପାଲି ଶିଶୁ ବିଦ୍ୟା ମନ୍ଦିର ଠାରେ ତ୍ରି ଦିବସୀୟ ସାମୁହିକ ଆଚାର୍ଯ୍ୟ କର୍ମଶାଳା ଉଦଯାପିତ   (05-May-2026)       ||      ଚନ୍ଦନଭାଟି କଲ୍ୟାଣମଣ୍ଡପ ଉପରମହଲା ଉଦ୍‌ଘାଟନ କଲେ ନରସିଂହ   (05-May-2026)       ||      ବୁଢୀପଦର ଠାରେ ଷୋହଳପ୍ରହରୀ ନାମଯଂଜ୍ଞ ଅନୁଷ୍ଠିତ   (05-May-2026)       ||      ବାଘ୍ ନାଇଁ ଦେଖଲେ ବିଲେଇ ଦେଖ   (05-May-2026)       ||      କୁମ୍ଭାରି ଧାନ ମଣ୍ଡିରେ ଚାଷୀ ସଚେତନତା ସମାବେଶ   (05-May-2026)       ||      ଲାଦେରପାଲିରେ ସମାପନ ହେଲା ଚୋବିଶ ପ୍ରହରୀ ନାମଯଜ୍ଞ ର ରୈ।ପ୍ୟ ଜୟନ୍ତୀ ମହୋତ୍ସବ   (05-May-2026)       ||      ବରପାଲି ଶୀତଳଷଷ୍ଠୀ ତାଡ଼କାସୁର ଭୂମିକା ପାଇଁ ବରିଷ୍ଠ କଳାକାର ଜଗଦାନନ୍ଦ ମିଶ୍ରଙ୍କୁ ବରଣ   (05-May-2026)       ||     

HOME   ଅପରାଧ

ମହିଳାଙ୍କ ନରକଙ୍କାଳ ଉଦ୍ଧାର ମାମଲାରେ ଫାଣ୍ଡି ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟ ସସପେଣ୍ଡ

14-Mar-2021



ଭୁବନେଶ୍ବର, (ପ୍ରେରଣା ଖବର) : :ଯାଁଳା ଫାଣ୍ଡି ଭିତରେ ଥିବା ଏକ ସିଜ୍ ଗାଡ଼ିରୁ ମହିଳାଙ୍କ ନରକଙ୍କାଳ ଉଦ୍ଧାର ମାମଲାରେ ଫାଣ୍ଡି ଅଧିକାରୀ ସତ୍ୟବ୍ରତ ଗ୍ରହାଚାର୍ଯ୍ୟଙ୍କୁ ସସପେଣ୍ଡ କରାଯାଇଛି । ତାଙ୍କୁ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସସପେଣ୍ଡ କରିଛନ୍ତି ।

ଡିସିପିଙ୍କ କହିବାନୁଯାୟୀ, ‘ଗଞ୍ଜାମ ପୋଲିସର ଏହି ସିଜ ଗାଡି ଥାନା ପରିସରରେ ରହିଥିଲା । ୨୦୧୯ ମସିହାରେ ଏକ ଗଞ୍ଜେଇ ଚାଲାଣ ମାମଲାରେ ଏହି ଗାଡିକୁ ସିଜ କରାଯାଇଥିଲା । ଫେବ୍ରୁଆରୀ ମାସରେ ଗାଡି ନେବାପାଇଁ ଆସିବା ବେଳେ ଗାଡିରେ ଏକ ନରକଙ୍କାଳ ଥିବା ଦେଖିବାକୁ ମିଳିଥିଲା ।’

ମୃତଦେହକୁ ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା । ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଏହା ଏକ ମହିଳାଙ୍କର କଙ୍କାଳ ହୋଇଥିବା ବେଳେ ବୟସ ପାଖାପାଖି ୪୫ ହେବ । ତାଙ୍କର ଟିବି ଥିଲା ଏବଂ ସ୍ୱାଭାବିକ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ କୁହାଯାଇଛି ।

ତେବେ ଥାନା ପରିସରରେ ଥିବା ଗାଡିରେ ନରକଙ୍କାର ରହିବା ଘଟଣା ଘଟିଯାଇଥିଲେ ସୁଦ୍ଧା ଫାଣ୍ଡି ଅଧିକାରୀ କିପରି ଜାଣିପାରିଲେନି ସେଥିପାଇଁ ତାଙ୍କୁ ସସପେଣ୍ଡ କରାଯାଇଛି ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026
  ରାଜ୍ୟ  
ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   06-May-2026
  ଜିଲ୍ଲା  
ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   06-May-2026
  ଜିଲ୍ଲା  
ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   06-May-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   05-May-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   05-May-2026
  ଜିଲ୍ଲା  
ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   05-May-2026
  ରାଜ୍ୟ  
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   05-May-2026
  ଜିଲ୍ଲା  
ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି   05-May-2026
  ଜିଲ୍ଲା  
ଗୋଡଭଗାରେ ଡକ୍ଟର ଚିତ୍ତରଂଜନ ଜେନାକୁଂ ସମ୍ବର୍ଦ୍ଦନା ପ୍ରଦାନ କଲେ ଆଞ୍ଚଳିକ ସାହିତ୍ୟ ପରିଷଦ   05-May-2026
  ଜିଲ୍ଲା  
ସଡ଼କ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ କାର୍ଯ୍ୟ କରିବାକୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ   05-May-2026

You Might Also Like