-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଆଗକୁ ଗ୍ରୀଷ୍ମ ଋତୁ ,ଏବେଠୁ ଜଳ ସଙ୍କଟ

14-Mar-2021



ଗଞ୍ଜାମ (ଉମା ମହାରଣା) :ଆଗକୁ ଗ୍ରୀଷ୍ମ ପ୍ରବାହ ଆସୁଥିବା ବେଳେ ଏବେ ଠାରୁ ବୁନ୍ଦେ ଶୁଦ୍ଧ ପାନୀୟ ଜଳ ପାଇଁ ଆଉଟୁ ପାଉଟୁ ହେଉଛନ୍ତି ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ବାଦପଲ୍ଲୀ ଗ୍ରାମପଞ୍ଚାୟତର  ବାଦପଲ୍ଲୀ  ,ଛକାସିଙ୍ଗି ଓ ଜାନି ଛକାସିଙ୍ଗି ଗ୍ରାମବାସୀ । ସୂଚନା ଅନୁଯାୟୀ ବାଦପଲ୍ଲୀ ପଞ୍ଚୟତରେ ଥିବା ମୋହନ ସାଗର ପାହାଡ଼ର ପାଦ ଦେଶରେ ଦିର୍ଘ ସାତବର୍ଷ ପୂର୍ବେ ଶୁଦ୍ଧ ପାନୀୟ ଜଳ ଯୋଗାଣ ନିମନ୍ତେ ଆନୁମାନିକ ୧୫ ଲକ୍ଷ ଟଙ୍କା ବ୍ଯୟବରାଦରେ  ୩୦ ହଜାର ଲିଟର ବିଶିଷ୍ଟ ଏକ କଂକ୍ରିଟ୍ ପାଣି ଟାଙ୍କି ନିର୍ମାଣ କରାଯାଇଥିଲା । ଯାହାକି ଆଜି ଅଚଳ ହୋଇପଡ଼ିଛି । ଛକାସିଙ୍ଗି ଓ ଜାନିଛକାସିଙ୍ଗିରେ ନଳକୂପ  ଥିଲେ ବି ସେଥିରୁ ବାହାରୁଥିବା ପାଣି ପିଇବା ଉପଯୋଗୀ ନୁହେଁ। ତେଣୁ ପାହାଡ଼ ତଳେ ଥିବା ଚୁଆ ପାଣିକୁ ବ୍ୟବହାର କରୁଛନ୍ତି ଗ୍ରାମବାସୀ । ଅଙ୍କା ବଙ୍କା ରାସ୍ତା ଦେଇ ପାହାଡ଼ ତଳକୁ ଯାଇ କିଛି ମହିଳା ଚୁଆରୁ  ପାଣି ନେଇ ଯାଉଥିବା ଦେଖିବାକୁ ମିଳିଛି । ସେପଟେ ଗ୍ରାମ ନିକଟରେ ଥିବା କୂଅ ପାଣିବି ଗୋଳିଆ, କିଛି ଲୋକ ବି ଏହି ଗୋଳିଆ ପାଣିକୁ ବ୍ୟବହାର କରନ୍ତି । ଏହି ଗୋଳିଆ ପାଣି ପିଇବା ଦ୍ବାରା ବିଭିନ୍ନ ରୋଗର ଶିକାର ହେଉଥିବା କହିଛନ୍ତି ଗ୍ରାମବାସୀ ।   ସରକାର ପାନୀୟ ଜଳଯୋଗାଣ ପାଇଁ କୋଟି କୋଟି ଟଙ୍କା ବସୁଧା ଯୋଜନା ଓ ଅନ୍ୟାନ୍ୟ ଯୋଜନା ମାଧ୍ୟମରେ ବ୍ୟୟବରାଦ ହେଉଥିବା ବେଳେ ସତେ ଯେମିତି ଶୁଦ୍ଧ ପାଣିର ସ୍ୱପ୍ନ ହେଇଯାଇଛି ପାହାଡ଼ ଦେଶର ଆଦିବାସୀ ମାନଙ୍କ ପାଇଁ । ଏହି ସମସ୍ୟା ବିଷୟରେ ସେମାନେ ସ୍ଥାନୀୟ ଲୋକ ପ୍ରତିନିଧି ଓ ପଞ୍ଚାୟତ କର୍ମଚାରୀଙ୍କୁ ଜଣାଇଥିଲେ ମଧ୍ୟ ଏଯାଏଁ ଏହାର ସମାଧନ ହୋଇପାରିନି ବୋଲି କହିଛନ୍ତି ଗ୍ରାମବାସୀ । ଏ ବିଷୟରେ ଆମେ 

ଖଲିକୋଟ ବିଡ଼ିଓଙ୍କ  ସହିତ ଯୋଗାଯୋଗ କରିଥିଲୁ । ଅତି ଶିଘ୍ର ସେ ସମସ୍ୟା ସମାଧାନ ହେବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଦେଖା ଯାଉ ଏମାଙ୍କ ପାଖରେ କେବେ ପହଞ୍ଚି ପାରୁଛି ସରକାରୀ ସହାୟତା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like