-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ୪ ଗିରଫ

14-Mar-2021



ବୌଦ୍ଧ (ପ୍ରେରଣା ଖବର ବ୍ୟୁରୋ) ବୌଦ୍ଧ ବନଖଣ୍ଡ ଅଧିନସ୍ଥ ପୁରୁଣା କଟକ ରେଞ୍ଜ ଅନ୍ତର୍ଗତ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗ ରେ ୪ ଜଣ ବ୍ୟକ୍ତିଙ୍କୁ ବନ ବିଭାଗ ଗିରଫ କରିଥିବା ଜଣାପଡିଛି l ପ୍ରାପ୍ତ ସୂଚନା ମତେ ଛତ୍ରଙ୍ଗ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଧୁଙ୍ଗିଆ ମୁଣ୍ଡା ଗ୍ରାମର ଉମାକାନ୍ତ ମଲିକ (୪୦), ବନ୍ଧୁଆ ବେହେରା (୫୦), କୃଷ୍ଣଚନ୍ଦ୍ର ଦୀପ (୫୮) ଓ ପ୍ରଶାନ୍ତ ମଲ୍ଲିକ (୪୦) ଙ୍କୁ ବନ ବିଭାଗର କର୍ମଚାରୀ ମାନେ ଆଜି ସକାଳେ ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ ଦେଖି ତଲାସୀ ନେବାରୁ ସେମାନଙ୍କ ନିକଟରୁ ୨ ଗୋଟି ଟାଂଗିଆ ଓ ଦୁଇଟି ଦିଆସିଲି ପାଇବା ପରେ ତାକୁ ଜବତ୍ କରି ସେମାନଙ୍କୁ ଗିରଫ କରି ପୁରୁଣାକଟକ ରେଞ୍ଜ କାର୍ଯ୍ୟାଳୟକୁ ଆଣିଥିଲେ।ସୂଚନାପାଇ ବୌଦ୍ଧ ଡିଏଫଓ ଯଶୋବନ୍ତ ସେଠୀ ସେଠାରେ ପହଂଚି ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେl ପେଟ୍ରୋଲିଂ ସମୟରେ ଏସିଏଫ ଜିତେନ୍ଦ୍ର କୁମାର ବେହେରା, ପୁରୁଣାକଟକ ରେଞ୍ଜର ନିହାର ରଞ୍ଜନ ମଲ୍ଲିକ, ବନପାଳ ବିଜୟା ନନ୍ଦ ସାହୁ, ବନରକ୍ଷୀ ଲାଲକୃଷ୍ଣ ସାହୁ, ମାନସ ରଞ୍ଜନ ସାହୁ, ଦୀପକ କୁମାର ନାଏକ, ଆଶିଷ ମେହେର ପ୍ରମୁଖ ଉପସ୍ଥିତଥିବା ଜଣାଯାଇଛି।ଅପର ପକ୍ଷରେ ମୁଣ୍ଡେଶ୍ୱର ଜଙ୍ଗଲରେ ଗତ ୩/୪ଦିନ ପୂର୍ବରୁ ନିଆଁ ଲାଗିଥିବା ବେଳେ  ନିଆଁ ଲଗାଇଥିବା ପଛରେ ପ୍ରକୃତରେ ସେମାନଙ୍କର ହାତ ଅଛିନା ନାହିଁ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି।ଯଦି ସେମାନେ ପ୍ରକୃତ ଦୋଷୀ ତେବେ ତାଙ୍କ ବିରୁଦ୍ଧରେ ଦ୍ରୁଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ମାତ୍ର ଅନ୍ୟଥା କୌଣସି ନିରୀହ ଲୋକଙ୍କୁ ସନ୍ଦେହରେ ଯେପରି ଗିରଫ ନହୁଅନ୍ତି ସେଥିପ୍ରତି ବିଭାଗୀୟ ଅଧିକାରୀ ଅଧିକ ଯତ୍ନଶୀଳ ହେବାକୁ ସାଧାରଣରେ ମତପ୍ରକାଶ ପାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like