-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||     

HOME   ଜିଲ୍ଲା

କୁକୁଡା ବ୍ୟବସାୟୀଙ୍କଠୁ ଲୁଟ୍, ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଦେଢ ଲକ୍ଷ ଟଙ୍କା

14-Mar-2021



ବଲାଙ୍ଗୀର,(ପ୍ରେରଣା ଖବର ବ୍ୟୁରୋ) :ବଲାଙ୍ଗୀର  ଜିଲ୍ଲା  ସଇଁତଳା  ଥାନା  କନ୍ଧଉଲବା  ଗ୍ରାମର  କୁକୁଡ଼ା ବ୍ୟବସାୟୀଙ୍କଠାରୁ ଲୁଟ୍ । ମାରଣାସ୍ତ୍ର ଦେଖାଇ ବ୍ୟବସାୟୀ ରଞ୍ଜିତ  ବେହେରାଙ୍କ ଠାରୁ  ଦେଢ଼ ଲକ୍ଷ ଟଙ୍କା  ଲୁଟ୍ ହୋଇଥିବା ଅଭିଯୋଗ  ହୋଇଛି  ।

ଅଭିଯୋଗ  ଅନୁସାରେ,  ରବିବାର ରଞ୍ଜିତ ଘୁନସର  ଅଞ୍ଚଳରେ  କୁକୁଡ଼ା  ଦେଇ  ଫେରୁଥିଲେ ।  ମଧ୍ୟାହ୍ନ ୧୨ଟା  ସମୟରେ  ଦେଢେଲ  ଗ୍ରାମର  ଆମ୍ବ  ବଗିଚା ଠାରେ  ଏକ  ବାଇରେ  ୩ଜଣ ଦୁର୍ବୁତ୍ତ ଆସି ତାଙ୍କୁ ଅଟକାଇଥିଲେ । ଏପରିକି  ମାରଣାସ୍ତ୍ର  ଦେଖାଇ ଦେଢ଼ ଲକ୍ଷ ଟଙ୍କା  ଲୁଟି  ନେଇଥିଲେ  । ଏ ନେଇ  ରଞ୍ଜିତ ବେହେରା  ଥାନାରେ  ଅଭିଯୋଗ କରିବା ପରେ  ପୋଲିସ  ଘଟଣାର  ତଦନ୍ତ  ଆରମ୍ଭ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026

You Might Also Like