-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ତାର ସଂସ୍ପର୍ଶରେ ଦୁଇ ଜଣ ଶ୍ରମିକ ଗୁରୁତର।

14-Mar-2021



କେସିଙ୍ଗା (ପ୍ରେରଣା ଖବର) କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଳକ ର ଶିରୋଲ ଗ୍ରାମ ପଞ୍ଚାୟତ ଅଧିନସ୍ତ ପୋଡ଼ଖମ୍ବ ଗ୍ରାମ ର  ନିକଟରେ ଏକ ବ୍ରିଜ କାମ ନିର୍ମାଣ ସମୟରେ  ଦୁଇ ଜଣ ଶ୍ରମିକ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି  ଚେତା ଶୁନ୍ୟ ହେବାରୁ ରବିବାର ସକାଳ 9 ଘଣ୍ଟା ସମୟରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ଚିକିତ୍ସିତ କରିବା ପାଇଁ ନିଆ ଯାଇଥିଲା।କିନ୍ତୁ ଅତି ସଙ୍କଟାପନ୍ନ ହେବାରୁ ଦୁଇ ଜଣ ଶ୍ରମିକଙ୍କୁ ଭବାନୀପାଟଣା ସରକାରୀ ହସ୍ପିଟାଲ କୁ ସ୍ଥାନାନ୍ତରିତ କରା ଯାଇଛି।
ପୁର୍ତ୍ତ ବିଭାଗ ଦ୍ଵାରା ପୋଡ଼ଖମ୍ବ ଗ୍ରାମ ନିକଟରେ ଥିବା  ବୁଡ଼ାବାହାଲ ନିକଟରେ ଏକ ବ୍ରିଜ ଦୀର୍ଘ ଦିନରୁ ଚାଲୁଅଛି।ବ୍ରିଜ କାର୍ଯ୍ୟ ରେ ପାଣି ସିଞ୍ଚନ ପାଇଁ ଏକ ପାଣି ଟାଙ୍କି  ନମ୍ବର ORO8B-9291  ଅଣା ଯାଇଥିଲା ।ପାଣି ଅଛିକି ନାହିଁ  ବୋଲି କାର୍ଯ୍ୟରତ ଦୁଇ ଜଣ  ଶ୍ରମିକଙ୍କ ମଧ୍ୟରୁ ଜଣେ ୧୪ ବର୍ଷର  ଜିତୁ ମାଝୀ ନାମକ ନାବାଳକ  ଶ୍ରମିକ ପାଣି  ଟାଙ୍କି ଗାଡି ଉପରକୁ   ଚଡି ଯାଇ ଏକ ଲୁହା ଛଡ଼ ଦ୍ବାରା  ପାଣି ଟାଙ୍କି ଭିତରକୁ ପସାଇ ଦେଇଥିଲା।ପାଣି ଟାଙ୍କି ଉପର ଦେଇ 33  KV. ବିଦ୍ୟୁତ ତାର କେସିଙ୍ଗା ରୁ  ଗାୟତ୍ରୀ ତେଲମିଲ କୁ ସଂଯୋଗ ହୋଇ ଥିବା ସେହି   ତାର ରେ ସଂଯୋଗ ହେବାରୁ ଜିତୁ ମାଝି ର ଦେହର ବିଭିନ୍ନ  ଅଂଶ ରେ ପୋଡ଼ି ଯାଇ  ଚେତା ଶୁନ୍ୟ ହୋଇଥିଲା।ତଳେ ଥିବା ଅନ୍ୟ ଜଣେ 55 ବର୍ଷୀୟ ଡେକୁଲା ମାଝୀ  ର ଦେହର ବିଭିନ୍ନ ଅଂଶ ପୋଡି ଯାଇ ଛି।ଉଭୟଙ୍କୁ  ଠିକାଦାର ଗାଡ଼ିରେ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କୁ ପ୍ରାଥମିକ ଚିକିତ୍ସା ପାଇଁ ପଠାଇଥିଲେ।କିନ୍ତୁ  ଉଭୟଙ୍କ ଦେହ ଅତି ସଙ୍କଟାପନ୍ନ ହେବାରୁ  ଭବାନୀପାଟଣା ହସ୍ପିଟାଲ କୁ ସ୍ଥାନାନ୍ତରିତ କରା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026

You Might Also Like