-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ହସ୍ତ ଶିଳ୍ପୀ କଳାକାର ମାନଙ୍କଜିଲ୍ଲାସ୍ତରିୟ ସମ୍ଭିଲନୀ ଅନୁଷ୍ଠିତ ।

14-Mar-2021



କଲାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା) କଲାହାଣ୍ଡି ଜିଲ୍ଲା କୋକସରା  ନୀୟତ୍ରିତ୍ ମାର୍କେଟ ପାଖରେ ଜିଲ୍ଲା ର ସମସ୍ତ ହସ୍ତ ଶିଳ୍ପୀକଲା କାରମାନଙ୍କୁ ନେଇ ଏକ ସମ୍ବିଳନୀ ଅନୁଷ୍ଠିତ ହୋଇଥିଲା ।ଏଠାରେ  ମୁଖ୍ୟଅତିଥିଭାବରେ ଶ୍ରୀଯୁକ୍ତ ଆନନ୍ଦ କୁମାର ସିଂହ, ସମ୍ମାନୀତ ମୁଖ୍ୟବକ୍ତା ରଞ୍ଜନ ମିଶ୍ର ଜିଲ୍ଲା ସଭାପତି ହିମ।ସୁ ସେଖର ନା ଏକ ସମ୍ମାନିତ ଅତିଥି ଗୌରାଙ୍ଗ ମଲ୍ଲିକ ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଦାମୋଦର ବେହେରା ।ସମସ୍ତେ ମଞ୍ଚାସିନ ଅତିଥି ଭାବରେ ଉପସ୍ଥିତ ରହିଥିଲେ ।

ଜିଲ୍ଲାର ସମସ୍ତହସ୍ତ ଶିଳ୍ପୀ କଲା କାର ମାନଙ୍କୁ ନେଇ ଏହି ବୈଠକ ଅନୁଷ୍ଠିତ ହୋଇଥିଲା  । କଲାକାର ମାନେ ସେମାନେ କିପରି ତାଙ୍କ ହକ ପାଇପାରିବେ ବୈଠକରେ ଆଲୋଚନା ହୋଇଥିଲା ।ସରକାର ଏମାନଙ୍କୁ ନେଇ କିଛି ଆର୍ଥୀକ ସହାୟତ କରିବାପାଇଁ ଅନୁରୋଧ କରିଥିଲେ ।

ଏହି ସଭାରେ ଧର୍ମଗଡ଼ ବ୍ଲକ ,ମଦନ ପୁର ରାମପୁର ବ୍ଲକ ,କୋକଶରାବ୍ଲକ ଓ ପ୍ରତ୍ୟେକ  ବ୍ଳକ ରୁ କଲାକାର ମାନେ ଉପସ୍ଥିତ ରହିଥିଲେ ।ଏବଂ ଏହି କାର୍ଯ୍ୟ କ୍ରମ କୁ ଚିତ୍ର ଶିଳ୍ପୀ ଅମର ଖମାରୀ, ରାଜେଶ ନୀୟାଲ, ହେମନ୍ତ ଧ: ମାଝୀ ପ୍ରମୁଖ ସାହାଯ୍ୟ ସହଯୋଗ କରି ଥିବା ବେଳେ ଗଜିନ୍ଦ୍ର ନାଗ ମଞ୍ଚ ପରିଚାଳନା କରିଥିଲେ ll


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like