-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପୋଲିସ୍ ବିଭାଗ ପକ୍ଷରୁ ଆଇନ ସଚେତନତା ଓ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୧୦୨ୟୁନିଟ୍ ରକ୍ତ ସଂଗ୍ରହ

14-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଏସପିଙ୍କ ନିର୍ଦ୍ଦେଶ କ୍ରମେ ବାଲିଗୁଡ଼ା ପୋଲିସ୍ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ପରିସରରେ ଏକ  ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଓ ଆଇନ୍ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଅଞ୍ଚଳର ବିଭିନ୍ନ ଯୁବ ସଙ୍ଗଠନ, ସ୍ବେଚ୍ଛାସେବୀ, ପ୍ରମୁଖ ଯୋଗଦେଇ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଛନ୍ତି । ଏହି ଶିବିରରେ ସମୁଦାୟ ୧୦୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଜିଲ୍ଲାରେ କେହି ରକ୍ତ ଅଭାବରୁ ମୃତ୍ୟୁବରଣ ନକରୁ ଏଥିପାଇଁ ଆମର ଏହି ପ୍ରୟାସ ବୋଲି କହିଛନ୍ତି ଡିଏସପି କୃଷ୍ଣ ପ୍ରସାଦ ପଟ୍ଟନାୟକ । ପୋଲିସ୍ ସବୁବେଳେ ସମସ୍ତଙ୍କ ସାଥିରେ ଅଛି ଆଉ ରହିବ । ଲୋକଙ୍କୁ ସାହାଯ୍ୟ କରିବା ସହ ଅଞ୍ଚଳବାସୀଙ୍କ ବିଶ୍ଵାସଭାଜନ ହେବା ଆମ ପୋଲିସ୍ ସମିତିର ମୂଳ ଲକ୍ଷ ବୋଲି କହିଛନ୍ତି ଥାନା ଅଧିକାରୀ ପ୍ରଶାନ୍ତ କୁମାର ବେହେରା । ଏହି କାର୍ଯ୍ୟକ୍ରମରେ ଡିଏସପି କୃଷ୍ଣ ପ୍ରସାଦ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଶିବିରର ଶୁଭାରମ୍ଭ କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବାଲିଗୁଡ଼ା ଏସଡିପିଓ ମନୋଜ କୁମାର ପୂଜାରୀ,ଏନ୍ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଓ ଶାନ୍ତି ମୈତ୍ରୀ ସ୍ବେଚ୍ଛାସେବୀ ଅନୁଷ୍ଠାନର ସମ୍ପାଦକ ଭଗବାନ ଜେନା ପ୍ରମୁଖ  ଯୋଗ ଦେଇଥିଲେ । ଏହି ରକ୍ତଦାନ ଶିବିରରେ ଫୁଲବାଣୀ ରକ୍ତ ଭଣ୍ଡାରର ଡାକ୍ତର ଜୟଦୀପ୍ ଘୋଷ ଓ ସ୍ବେଚ୍ଛାସେବୀ ପ୍ରଶାନ୍ତ କୁମାର ବେହେରା ରକ୍ତଦାନ ଶିବିର ପରିଚାଳନା କରିଥିବାବେଳେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟର କର୍ମଚାରୀ ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ । ବାଲିଗୁଡ଼ା ଥାନାର ସମସ୍ତ କର୍ମଚାରୀ ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନା କରିଥିଲେ । ପୋଲିସ୍ ର ଏଭଳି ମହତ କାର୍ଯ୍ୟକୁ ଅଞ୍ଚଳବାସୀ ବେଶ୍ ପ୍ରଶଂସା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like