-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ବିଧାୟକ ଙ୍କ ପ୍ରଚେଷ୍ଟା ରେ ଡିଜିଟାଲ ଲାଇବ୍ରେରୀ ଗୃହ ର ଭିତ୍ତିପ୍ରସ୍ତର ସ୍ଥାପନ

14-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) :ଆବଶ୍ୟକତା ଦୃଷ୍ଟିକୋଣରୁ ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକର ମାଳିସାହି ପଞ୍ଚାୟତ ର ଗତିଶ୍ଵର ଡିଗ୍ରୀ କଲେଜ ରେ ଏକ ଡିଜିଟାଲ ଲାଇବ୍ରେରୀ ଗୃହ ର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି | ଏମଏଲଏ ଲ୍ୟାଡ଼ ରୁ ଦଶପଲ୍ଲା ବିଧାୟକ ତଥା ନୟାଗଡ଼ ଜିଲ୍ଲା ବିଜେଡି ସଭାପତି ଶ୍ରୀଯୁକ୍ତ ରମେଶ ଚନ୍ଦ୍ର ବେହେରା ଅର୍ଥ ରାଶି ଘୋଷଣା କରିବା ସହିତ ଉକ୍ତ କାର୍ଯ୍ୟକ୍ରମ ର ଆୟୋଜନ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବୌଦ୍ଧିକ ବିକାଶ ସହ ବ୍ୟବହାରିକ ବିକାଶ ଉପରେ ବକ୍ତବ୍ୟ ରଖିବା ସହିତ ଅବକାଶ ସମୟରେ ଛାତ୍ରଛାତ୍ରୀ ମାନେ ଗ୍ରନ୍ଥାଗାର ଗୃହରେ ବସି ପୁସ୍ତକ ଅଧ୍ୟୟନ ପ୍ରତି ଆଗ୍ରହ ବଢିବା ଆବଶ୍ୟକ ବୋଲି କହିଥିଲେ | ଏହି କାର୍ଯ୍ୟକ୍ରମ ରେ ଶ୍ରୀଯୁକ୍ତ ବେହେରା ମହାବିଦ୍ୟାଳୟ ର ପାରିପାର୍ଶ୍ଵିକ ସ୍ଥିତି ଅନୁଧ୍ୟାନ କରିବା ସହିତ ଶୈକ୍ଷିକ ବାତାବରଣ ଏବଂ ବିଦ୍ୟାର୍ଥୀ ଙ୍କ ଅସୁବିଧାର ସମାଧାନ ପାଇଁ ତାଙ୍କର ଚେଷ୍ଟା ଜାରିରହିବ ବୋଲି ମତବ୍ୟକ୍ତ କରିଥିଲେ | ଏହି କାର୍ଯ୍ୟକ୍ରମ ରେ ନୂଆଗାଁ ବ୍ଳକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ୱାଇଁ, ମହାବିଦ୍ୟାଳୟ ର ପ୍ରତିଷ୍ଠାତା ଅଲେଖ ବେହେରା, ଅଧ୍ୟକ୍ଷ ସୁଶାନ୍ତ କୁମାର କର ପ୍ରମୁଖ ଉପସ୍ଥିତ ଥିଲେ | ଅଞ୍ଚଳ ର ବହୁତ ବୁଦ୍ଧିଜୀବୀ ତଥା ଶିକ୍ଷାବିତ ମାନେ ଏହିଭଳି କାର୍ଯ୍ୟକ୍ରମ ପାଇଁ ସ୍ଥାନୀୟ ବିଧାୟକ ଏବଂ ମନ୍ତ୍ରୀ ଙ୍କୁ ଭୁରି ପ୍ରଶଂସା କରିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like