-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||     

HOME   ଜିଲ୍ଲା

ଖୋଲାଖୋଲି ବେଧଡକ ବେଆଇନ ଚିକିତ୍ସା,ବିନା ଯୋଗ୍ୟତାରେ ଡାକ୍ତରୀ ଚିକିତ୍ସା ସହ ଔଷଧ ବିକ୍ରି, ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

15-Mar-2021



ଟିଟିଲାଗଡ଼ (ପ୍ରେରଣା ଖବର) ସରକାରୀ ଭାବେ ସାଧାରଣ ଲୋକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ କୋଟିକୋଟି ଟଙ୍କା ବ୍ୟୟ କରୁଥିବା ବେଳେ କେହି ଚିକିତ୍ସା ଅଭାବରୁରୁ ବଞ୍ଚିତ ନ ରହନ୍ତୁ, ସେନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ହେଲେ ପରିତାପର ବିଷୟ, ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ ଉପଖଣ୍ଡର ନାରେନ ଗ୍ରାମରେ ଖୋଲାଖୋଲି ନିଜର ଚିକିତ୍ସା କେନ୍ଦ୍ର କରି ରୋଗୀ ଚିକିତ୍ସା କରାଯାଉଛି । ଆଖପାଖ ତଥା ଦୂରଦୂରାନ୍ତରୁ ବିଭିନ୍ନ ରୋଗୀ ନାରେନ ଗ୍ରାମ ସ୍ଥିତ  ଦୁଇଟି ବେସରକାରୀ  ଘରୋଇ ଚିକିତ୍ସାଳୟ ଯଥା ଡ଼.  ସେଲମା ଓ ଡ଼. ମଲିକ ନାମକ କେନ୍ଦ୍ର କୁ ଯାଇ ଅଯଥାରେ ଖର୍ଚ୍ଚାନ୍ତ ହେବା ସହ ବେଳେବେଳେ ଜୀବନ ବି ହରାଉଛନ୍ତି  । ଏହି ଦୁଇଟି ଘରୋଇ କ୍ଲିନିକ ନିଜର କୌଣସି ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଡାକ୍ତର କହି ସରଳ ଲୋକଙ୍କ ନିକଟରୁ ହଜାର ହଜାର ଟଙ୍କା ଲେଖାଏଁ ଆଦାୟ କରାଯାଉଥିବା ବେଳେ ସମସ୍ତ ପ୍ରକାର ଚିକିତ୍ସା କରଯିବା ଏପରିକି ଏଚ. ଆଇ. ବି. ଏଡ୍ସ ଆକ୍ରାନ୍ତ ଙ୍କୁ ଅରୋଗ୍ୟ କରିଦେବା ପରି ମିଥ୍ୟା ପ୍ରତିଶ୍ରୁତି ପ୍ରଦାନ କରିବା ଅଭିଯୋଗ ହୋଇଛି । ବିଭିନ୍ନ ପ୍ରକାର ପରୀକ୍ଷଣ ଆଳରେ ଅର୍ଥ ଶୋଷଣ କରି ନିଜେ ବେଶ ମାଲାମାଲ ହୋଇଚାଲିଥିବା ବେଳେ ଅପରପକ୍ଷରେ ରୋଗୀଙ୍କ ଅକାଳ ମୃତ୍ୟୁ ସାର ହେଉଛି । ନିୟମିତ ଆଖପାଖ ଅଞ୍ଚଳର ଶତାଧିକ ରୋଗୀ ଚିକିତ୍ସା ପାଇଁ ଆସୁଥିବା ବେଳେ ନିଜ ମନଇଚ୍ଛା  ଔଷଧ, ଇଂଜେକସନ ଓ କିଛି ବଟିକା ଦେଇ ଅର୍ଥ ଆଦାୟ କରାଯାଉଥିବା ଅଭିଯୋଗ ହେଉଛି । ଏ ନେଇ  ନାରେନ ଗ୍ରାମର ଏହି ଦୁଇ ବେଆଇନ କ୍ଲିନିକ ବନ୍ଦ କରିବା ସହ ସବିଶେଷ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ହେଉଛି ।  

ଉକ୍ତ ଡ଼ଃ ସେଲମା ଓ ଡ଼ଃ ମଲ୍ଲିକ ନାମକ ଦୁଇ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ 

ଦାବି କରିଛନ୍ତି l ସେହିପରି ଲୋକେ ସରକାରୀ ଚିକିତ୍ସାଳୟରେ ସ୍ୱୀକୃତିପ୍ରାପ୍ତ ଡାକ୍ତରଖାନାରେ ନିଜ ଓ ପରିବାର ଲୋକ ମାନଙ୍କ ଉପଯୁକ୍ତ ଚିକିତ୍ସା କରେଇବା ଓ ଏପରି ଅଣସ୍ୱୀକୃତି ପ୍ରାପ୍ତ ଡାକ୍ତରଙ୍କ ଠାରୁ ଦୁରେଇ ରହିବା ନିମନ୍ତେ ଅନୁରୋଧ କରିଛି ଜନ ସେବା ସଂଘା ।


News Comment




Photo in News

Advertisment
Lastest News
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026

You Might Also Like