-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଖେମୁଣ୍ଡି ଗାଡି ମାଲିକ ସଂଘ କର୍ମକର୍ତ୍ତା ନିର୍ବାଚନ : ଅଶେଷନାଥ ମିଶ୍ର ସଭାପତି ଓ ପ୍ରତାପ ସାହୁ ସମ୍ପାଦକ ମନୋନୀତ

15-Mar-2021



ସାନଖେମୁଣ୍ଡି(ପ୍ରେରଣା ଖବର) : ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ପରିବହନ ମିନିବସ ଓ ମ୍ୟାଜିକ ଗାଡି ମାଲିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ ହୋଇଛନ୍ତି । ସଭାପତି ରୂପେ ଆଇନଜୀବି ଅଶେଷ ନାଥ ମିଶ୍ର, କାର୍ଯ୍ୟକାରୀ ସଭାପତି  ପ୍ରମୋଦ କୁମାର ପାତ୍ର, ଉପସଭାପତି  ଶ୍ରୀକାନ୍ତ ଚୌଧୁରୀ,ସମ୍ପାଦକ ପ୍ରତାପ କୁମାର ସାହୁ,ସହ ସମ୍ପାଦକ ସୁରେଶ କୁମାର ସାହୁ, ସାଙ୍ଗଠନିକ ସମ୍ପାଦକ  ରାଜୀବ ସ୍ବାଇଁ, ହିସାବ ସମୀକ୍ଷକ ଉମାକାନ୍ତ ମହାପାତ୍ର, ମୁଖ୍ୟ ଉପଦେଷ୍ଟା ଅଳକ ନାଥ ମିଶ୍ରଙ୍କୁ ମନୋନୀତ କରାଯାଇଛି ।

ସଂଘର କାର୍ଯ୍ୟକାରୀ କମିଟି ସଦସ୍ୟ ଭାବେ ପ୍ରଦୀପ କୁମାର ସେନାପତି,ସୁଶାନ୍ତ କୁମାର ଅଧିକାରୀ,କେ. ଗଣେଷ, ସୀମାଞ୍ଚଳ ସେଠୀ, ସଞ୍ଜୟ କୁମାର ସେଠୀଙ୍କୁ ସର୍ବସମ୍ମତକ୍ରମେ ମନୋନୀତ କରାଯାଇଥିବା ଜଣାପଡିଛି। ରବିବାର ସ୍ଥାନୀୟ କମା ପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବପୀଠ ପରିସର ରେ ଥିବା ସଭା ଗୃହରେ ଗାଡି ମାଲିକ ସଙ୍ଘ ପକ୍ଷରୁ  ଆୟୋଜିତ ଆଲୋଚନା ସଭାରେ ଆଇନଜୀବି ଅଶେଷ ନାଥ ମିଶ୍ର ଅଧ୍ୟକ୍ଷତା କରିଥିଲେ। ସଙ୍ଘର ନୂତନ କର୍ମକର୍ତ୍ତା ଚୟନ ନେଇ  ପ୍ରସ୍ତାବକୁ ସଭାରେ ବିଧିବଦ୍ଧ ଭାବେ ଅନୁମୋଦିତ କରାଯାଇଥିଲା।

ପରେ ନବନିର୍ବାଚିତ କର୍ମକର୍ତ୍ତାମାନଙ୍କ ନାମ ତାଲିକା ଘୋଷଣା କରାଯିବା ପରେ ଉପସ୍ଥିତ ସଙ୍ଘର ସମସ୍ତ ସଦସ୍ୟ କରତାଳି ମାଧ୍ୟମରେ ସମର୍ଥନ କରିଥିଲେ। ସଙ୍ଘର ବିବିଧ ସମସ୍ୟା ଓ ତାର ସ୍ଥାୟୀ ସମାଧାନ ପାଇଁ ସଭାରେ ବିସ୍ତୃତ ଆଲୋଚନା କରାଯାଇଥିଲା।ସାଙ୍ଗଠନିକ ଅଭିବୃଦ୍ଧି ଏବଂ ସଂଘକୁ ରେଜିଷ୍ଟ୍ରିଭୁକ୍ତ କରାଯିବା ନିମନ୍ତେ ଆଗତ ପ୍ରସ୍ତାବକୁ ସଭାରେ ଅନୁମୋଦନ କରାଯାଇଥିଲା। ଟୁନା ଚୌଧୁରୀ,  ମନୋଜ କୁମାର ପଟ୍ଟନାୟକ,ପ୍ରଦୀପ କୁମାର ପାଣି,ହରିଶ୍ଚନ୍ଦ୍ର ପ୍ରଧାନ,ସୁନୀଲ ରାଓ,ସରୋଜ ଦାସ, ପ୍ରଦୀପ କୁମାର ପାଣିଗ୍ରାହୀ, ସତ୍ୟବାଦୀ ମହାରଣା, ଦୁର୍ଯ୍ୟୋଧନ ସାହୁ, ନିଳାଞ୍ଚଳ ବେହେରା,ସୁନୀଲ କୁମାର ରଥ,ମିଟୁ ଗୌଡ, ଚିନୁ ଦୋରା ପ୍ରମୁଖ ସଂଘର ସଦସ୍ୟ ବୃନ୍ଦ ବିଭିନ୍ନ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like