-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ରାଜନୀତି

ବିଜେପି ଓ ବିଜେଡି ଉପରେ ବର୍ଷିଲେ ତାରା : କହିଲେ “ଦୁହିଁଙ୍କ ଭିତରେ ଅଛି ଭିତିରିଆ ବୁଝାମଣା, ସଲାସୁତୁରା ହୋଇ ଗୃହକୁ କରୁଛନ୍ତି ଅଚଳ

15-Mar-2021



ଭୁବନେଶ୍ବର (ପ୍ରେରଣା ଖବର ବ୍ୟୁରୋ):  ବିଧାନସଭା ଆରମ୍ଭରୁ ଆଜି ଗୃହରେ ଅଚଳାବସ୍ଥା ଜାରି ରହିଥିଲା। ଉଭୟ ବିରୋଧୀ ଓ ଶାସକଙ୍କ ହୋହାଲ୍ଲାରେ ଚାଲିପାରିଲାନି ପ୍ରଶ୍ନକାଳ। ତେବେ ଏହାକୁ ନେଇ ବର୍ଷିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀ ପତି। ସେ କହିଛନ୍ତି ଯେ, ବିଜେପି ଓ ବିଜେଡି ସଲାସୁତୁରା ହୋଇ ଗୃହକୁ ବନ୍ଦ କରୁଛନ୍ତି। ବିଜେପି ଓ ବିଜେଡି ମଧ୍ୟରେ ଭିତିରିଆ ବୁଝାମଣା ରହିଛି। ଗରିବ ଲୋକଙ୍କ ଟିକସରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇ ଅଧିବେଶନ ହେଉଥିଲେ ମଧ୍ୟ ଗୃହ ଚାଲୁନାହିଁ। ତେଣୁ ବାଚସ୍ପତି ସର୍ବ ଦଳୀୟ ବୈଠକ ଡାକି ଏନେଇ ତୁରନ୍ତ ସମାଧାନ କରନ୍ତୁ l ତାରା ପୁଣି କହିଛନ୍ତି ଯେ, ଧାନ କିଣିବା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କାର୍ଯ୍ୟ । ମଣ୍ଡିରୁ ଧାନ ଉଠିବା ନେଇ ମନ୍ତ୍ରୀ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହାକୁ କାର୍ଯ୍ୟକାରୀ କରୁନାହାନ୍ତି। ଦୁହେଁ କାର୍ଯ୍ୟ କରୁନାହାନ୍ତି ଦୋଷ ଲଦା ଲଦି ହୋଇ ଗୃହକୁ ଅଚଳ କରୁଛନ୍ତି । ଉଭୟ ପ୍ରୟାସ କରୁଛନ୍ତି ଯେମିତି ବିଧାନସଭା ନଚାଲୁ, ଚାଷୀଙ୍କ ଧାନ ନଉଠୁ । କେବଳ ଡ୍ରାମା କରୁଛନ୍ତି। ଚାଷୀ ଆତ୍ମହତ୍ୟା କରୁଛନ୍ତି, ନବୀନ ମୋଦି ହସୁଛନ୍ତି । ଯେଉଁ ପର୍ଯ୍ୟନ୍ତ ଚାଷୀଙ୍କ ଧାନ ଉଠିନି ସେପର୍ଯ୍ୟନ୍ତ କଂଗ୍ରେସ ଦଳ ବିଧାନସଭାରେ ବିରୋଧ କରିବ॥ତାରା ଆହୁରି ମଧ୍ୟ କହିଛନ୍ତି ଯେ, ଗୃହରେ ବିଜେପି ବିଧାୟକ ଆତ୍ମହତ୍ୟା ଉଦ୍ୟମ କରିବା ଦୁଭାଗ୍ୟଜନକ। ଚାଷୀ ଆତ୍ମହତ୍ୟା କଲେଣି । ନବୀନ ବାବୁ ହସୁଛନ୍ତି । ସେପଟେ ଆଦାନୀ ଓ ଅମ୍ବାନୀଙ୍କ ଅର୍ଥ ବଢିଲେ ହସୁଛନ୍ତି ମୋଦି । ଲୋକଙ୍କ ସହ ସରକାର ବେଇମାନି କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like