-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

୧୩ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||     

HOME   ଜିଲ୍ଲା

ଆସନ୍ତା ୧୮ତାରିଖରୁ ଆମରଣ ଅନଶନ କରିବ ଓଡିଶା ଅଭିଭାବକ ମହାସଂଘ

15-Mar-2021



ବଲାଙ୍ଗିର - ମାନ୍ୟବର ଉଚ୍ଚ ନ୍ୟାୟାଳୟ, ଓଡିଶା ମାନବ ଅଧିକାର କମିଶନ ଓ ଓଡିଶା ସରକାରଙ୍କ ନିର୍ଦ୍ଦେଶ ମାନୁ ନାହାନ୍ତି ଘରୋଇ ବିଦ୍ୟାଳୟ । ଜିଲ୍ଲାପାଳଙ୍କ ଠାରୁ ନ୍ୟାୟ ପାଇବା ଆଶାରେ ଅଭିଭାବକ ମହାସଂଘ ଗତ ତା.୦୮.୦୩.୨୦୨୧ ରେ ତାଙ୍କ ଦ୍ୱାରାସ୍ତ ହୋଇଥିଲେ । ମାତ୍ର ନ୍ୟାୟ ନ ପାଇ ନିରାଶ ହେବାରୁ ଆସନ୍ତା ୧୮.୦୩.୨୦୨୧ ରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନ କରିବା ପାଇଁ ଓଡିଶା ଅଭିଭାବକ ମହାସଂଘ ଜିଲ୍ଲାପାଳଙ୍କୁ ଲିଖିତ ଆକାରରେ ଜଣାଇଛି । ଜିଲ୍ଲା ସଂଯୋଜକ ଚକ୍ରପାଣି ମିଶ୍ର ଓ ରାଜ୍ୟ ଉପ-ସଭାପତି ପ୍ରଦ୍ୟୁମ୍ନ କୁମାର ମିଶ୍ର ଆଜି ଲିଖିତ ଆକାରରେ ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଆଜି ଜଣାଇଛନ୍ତି । ବଲାଙ୍ଗିରର ଲିଟିଲ ଫ୍ଲାୱାର ସ୍କୁଲ ସବୁ ନିୟମକୁ ଫୁ କରି ଗୋଟିଏ ବିଲରେ ଅନେକ ଛାତ୍ର ଛାତ୍ରୀଙ୍କୁ ବହି ବିକ୍ରି କରିଥିବାର ସାଙ୍ଘାତିକ ଅଭିଯୋଗ କରିଛି ଅଭିଭାବକ ମହାସଂଘ । ବିଲରେ ଛାତ୍ର ଛାତ୍ରୀଙ୍କ ନା ରହୁ ନ ଥିବାରୁ ଏଭଳି ବେଆଇନ କାମ ହୋଇପାରୁଛି ବୋଲି ବୁଦ୍ଧିଜିବି ମହଳରେ ମତ ପ୍ରକାଶ ପାଇଛି । ଜିଏସ୍‌ଟି ଠକେଇ ହେଉଥିବାର ସନ୍ଦେହ କରି ଜେଏସ୍‌ଟି କମିଶନରଙ୍କୁ ମଧ୍ୟ ଲିଖିତ ଆକାରରେ ଜଣାଇବା ପାଇଁ ସଂଘ ନିଷ୍ପତ୍ତି ନେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ କରି ମୋବାଇଲ ଲୁଟ କରିଥିବା ବ୍ୟକ୍ତି ଙ୍କୁ କଲା ପୋଲିସ ଗିରଫ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   25-Jun-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   25-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026

You Might Also Like