-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪ ସିନିୟର ଇନ୍‌ଟ୍ରାକ୍ଳବ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ 

15-Mar-2021



ବଲାଙ୍ଗିର, - ଆଜି ସ୍ଥାନୀୟ ଗାନ୍ଧିଷ୍ଟାଡିୟମ ଠାରେ ଓସିଏ ଭିଜନ ୨୦୨୪ ଇନ୍‌ଟ୍ରାକ୍ଳବ କ୍ରିକେଟ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା କ୍ରିଡା ଅଧିକାରୀ ରାଜେନ୍ଦ୍ର ପ୍ରସାଦ ବଢ଼େଇ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ପ୍ରତିଯୋଗିତାକୁ ବିଦ୍ଧି ବଦ୍ଧ ଭାବେ ଉଦ୍‌ଘାଟନ କରିଥିଲେ । ସେହିପରି ସମ୍ମାନିତ ଅତିଥିଭାବେ କ୍ରିଡାସଂସଦର ବରିଷ୍ଠ ସଦସ୍ୟ ସୁଧିର ଚନ୍ଦ୍ର ପଣ୍ଡା, ପୁର୍ବତନ ବିଧାୟକ ରମାକାନ୍ତ ସେଠ୍‌, ଉପସଭାପତି କୃଷ୍ଣ ଚନ୍ଦ୍ର ମିଶ୍ର, ପ୍ରହ୍ଳାଦ ଶତପଥି, ସହ ସମ୍ପାଦକ ପଦ୍ମଚରଣ ଆଚାର୍ଯ୍ୟ, ସତୃଘ୍ନ ସିଂ, ସାଧାରଣ ସମ୍ପାଦକ ହରିନାରାୟଣ ପୁଜାରୀ, କୋଷାଧ୍ୟକ୍ଷ ପ୍ରଭାତ ମିଶ୍ର, କ୍ରିକେଟ ସମ୍ପାଦକ ଓମ୍‌ପ୍ରକାଶ ଚାନ୍ଦ, ଫୁଟବଲ ସମ୍ପାଦକ ହେମନ୍ତ ବେହେରା, କାଉନସିଲ ସଦସ୍ୟ ଜୟରାମ ମିଶ୍ର, ରାଜେନ୍ଦ୍ର ପୁରୋହିତ, କୋଚ ଅରୁଣ କୁମାର ନାଏକ, ପୁର୍ବତନ କ୍ରିକେଟ ଖେଳାଳି ସୁର୍ଯ୍ୟ ନାରାୟଣ ମିଶ୍ର ଓ ହରେଶ ଦାନୀ ପ୍ରମୁଖ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ଆଜିର ଉଦ୍‌ଘାଟନି ମ୍ୟାଚ୍ ଗାନ୍ଧି ନଗର କ୍ରିକେଟ କ୍ଳବ ଓ ମହାଲକ୍ଷ୍ମୀ କ୍ରିକେଟ କ୍ଳବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଗାନ୍ଧିନଗର କ୍ରିକେଟ କ୍ଳବ ପ୍ରଥମେ ବ୍ୟାଟିଂ କରି ୪୨.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୩୧ ରନ୍ ସଂଗ୍ରହ କରିଥିଲେ । ଦଳ ପକ୍ଷରୁ ଟୁନା ମିଶ୍ର ସର୍ବାଧିକ ୪୭ ରନ୍ ସୁଜିତ ଚନ୍ଦନ ୩୭ ରନ୍ ଓ ଆସୁତୋଷ ବାଗ ୨୨ ରନ୍ ସଂଗ୍ରହ କରିଥିଲେ । ମହାଲକ୍ଷ୍ମୀ କ୍ରିକେଟ କ୍ଳବ ପକ୍ଷରୁ ସଫଳ ବୋଲର ଭାବେ ବୃତି ସୁନ୍ଦର ସାହୁ ସର୍ବାଧିକ ୪ ଗୋଟି, ସାଗର ଡୋଗରା ଓ ଶିବଦତ୍ ମାଝି ଉଭୟ ୨ ଗୋଟି ଉଇକେଟ ଅକ୍ତିଆର କରିଥିଲେ । ୨୩୨ ରନ୍‌ର ଲକ୍ଷକୁ ପିଛା କରିବାକୁ ଯାଇ ମହାଲକ୍ଷ୍ମୀ କ୍ରିକେଟ କ୍ଳବ ଦଳ ୨୭.୫ ଓଭରରେ ସମସ୍ତ ଉଇକେଟ ହରାଇ ମାତ୍ର ୮୯ ରନ୍ ସଂଗ୍ରହ କରିଥିଲେ । ଏହି ମ୍ୟାଚକୁ ଗାନ୍ଧି ନଗର ଦଳ ୧୪୨ ରନ୍‌ରେ ବିଜୟୀ ହୋଇଥିଲେ । ଗାନ୍ଧି ନଗର ଦଳ ତରଫରୁ ସଫଳ ବୋଲର ଭାବେ ଶିବରାଜ ମଲ୍ଲିକ ଓ ସୁଜିତ ଚନ୍ଦନ ଉଭୟେ ୩ ଗୋଟି ଉଇକେଟ ଅକ୍ତିଆର କରିଥିଲେ । ଆଜିର ଏହି ମ୍ୟାଚ୍ କୁ ପୃଥ୍ୱୀରାଜ ମିଶ୍ର ଓ ମୁକେଶ ସ୍ୱାଇଁ ପରିଚାଲନା କରିଥିବା ବେଳେ ଜଗତ ପ୍ରସାଦ ନାଏକ ସ୍କୋରର ଦାୟିତ୍ୱ ତୁଲାଇଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like