-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କୃଷି ମହୋତ୍ସବ ଉଦଘାଟନ କଲେ ଜିଲ୍ଲାପାଳ

15-Mar-2021



ନୟାଗଡ଼ (ପ୍ରଦୀପ କୁମାର ପଣ୍ଡା) :ନୟାଗଡ଼ ଜିଲ୍ଲା ପଠାଣିସାମନ୍ତ ପ୍ରେକ୍ଷାଳୟ ରେ ଆୟୋଜିତ ଜିଲ୍ଲା ସ୍ତରୀୟ କୃଷି ମହୋତ୍ସବ ନୟାଗଡ଼ ଜିଲ୍ଲାପାଳ ପୋମା ଟୁଡୁ ଉଦଘାଟନ କରିଛନ୍ତି | ମହୋତ୍ସବ ର ଉଦଘାଟନୀ ଉତ୍ସବ ଜିଲ୍ଳାମୁଖ୍ୟ କୃଷି ଅଧିକାରୀ ବିଜୟ କୁମାର ପ୍ରଧାନ ଙ୍କ ସଭାପତିତ୍ୱ ରେ ଆୟୋଜିତ ହୋଇଥିବା ବେଳେ ଗ୍ରାମ୍ୟଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦେଶକ ସୁବାଷ ଚନ୍ଦ୍ର ରାୟ ଏବଂ ମୃତ୍ତିକା ସଂରକ୍ଷଣ ବିଭାଗ ପ୍ରକଳ୍ପ ନିର୍ଦେଶକ ଚନ୍ଦନ କୁମାର ସାହୁ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ | କୃଷି ର ବିଭିନ୍ନ ବିଭାଗ ତରଫରୁ ଦଶଗୋଟି ଷ୍ଟଲ ଖୋଲାଯାଇଛି | କୃଷି ର ଉନ୍ନତି ତଥା ଚାଷୀର ଉନ୍ନତି ପାଇଁ ବିଭିନ୍ନ ବୈଜ୍ଞାନିକ ଯନ୍ତ୍ରପାତିର ବ୍ୟବହାର  ତଥା ସମନ୍ବିତ ଚାଷ ଏବଂ କୃଷି ର ବିକାଶ ଏହି କାର୍ଯ୍ୟକ୍ରମ ର ମୂଳଲକ୍ଷ ବୋଲି ଜିଲ୍ଲାପାଳ ବ୍ୟକ୍ତବ୍ୟ ରଖିଥିଲେ | ରାଜ୍ୟ ସରକାର କୃଷି ଓଡିଶା କାର୍ଯ୍ୟକ୍ରମ ଭୁବନେଶ୍ୱର ଠାରେ ଆରମ୍ଭ କରିଥିବାବେଳେ ଏହି ମହୋତ୍ସବ ରେ ତାର ସିଧାପ୍ରସାରଣ ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026

You Might Also Like