-+91-9937148622 |

prerana_bgr@rediffmail.com |

  Friday 20th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   (19-Mar-2026)       ||      *ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   (19-Mar-2026)       ||      ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   (19-Mar-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   (19-Mar-2026)       ||      ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   (19-Mar-2026)       ||      ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   (19-Mar-2026)       ||      ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ୱାନ ଷ୍ଟପ ସେଣ୍ଟରର ପ୍ରଥମ ପ୍ରତିଷ୍ଠା ଦିବସ ପାଳିତ

16-Oct-2020



କଳାହାଣ୍ଡି -୧୬/୧୦(ତ୍ରିନାଥ ବେଶ୍ରା)- କଳାହାଣ୍ଡି ଜିଲ୍ଲାର ଉପେକ୍ଷିତ ଓ ଅବହେଳିତ ନାରୀଙ୍କ ସୁରକ୍ଷା ପ୍ରଦାନ କରିବା ନିମନ୍ତେ କନ୍ଧମାଳ ଜିଲ୍ଲାର ଶୁଭଦ୍ରା ମହତାବ ସେବା ସଦନ ଦ୍ବାରା ପରିଚାଳିତ ସଖି ସଂସ୍ଥାର କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରର ଠାରେ ଶାଖାର ଏକବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଏକ କାର୍ଯ୍ୟକ୍ରମ ଅମନଉଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସିଡିପିଓ ଶ୍ରୀମତୀ ଯାଗ୍ୟସେନୀ ବେହେରା, ଜିଲ୍ଲା ସୁରକ୍ଷା ଅଧିକାରୀ ଶ୍ରୀମତୀ ମିନା ପାତ୍ର ଓ ଜିଲ୍ଲା ଆରକ୍ଷୀ ଅଧିକାରୀ କାର୍ଯ୍ୟଳୟ ପରାମର୍ଶ ଦାତ୍ରୀ ଶ୍ରୀମତୀ ଏସ. ସୁଜାତା ଉପସ୍ଥିତ ରହି କଳାହାଣ୍ଡି ଜିଲ୍ଲାର ବିଭିନ୍ନ ସ୍ଥାନରେ ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ହ୍ରାସ କରିବା ନେଇ ଆଲୋଚନା କରିବା ସହିତ ଶୋଷିତ ଓ ଅବହେଳିତ ନାରୀ ମାନଙ୍କୁ କିପରି ସହାୟତା ପ୍ରଦାନ କରାଯିବା ନେଇ ଆଲୋକପାତ କରିଥିଲେ । 
ଏହି ଶାଖା ଗତ ଏକ ବର୍ଷ ମଧ୍ୟରେ ସଫଳତାର ସହିତ ୬୬ଟି ମାମଲା ସମାଧାନ କରିଥିବା ନେଇ ଶାଖା ପରିଚାଳିକା ସୁଶ୍ରୀ ବିନିତା ଦାଶ ପ୍ରକାଶ କରିବା ସହିତ, ଆଗାମୀ ଦିନରେ ସଂସ୍ଥା ଦ୍ବାରା ଅନେକ ଅଭିଯୋଗର ସଫଳତାର ସହିତ ସମାଧାନ କରାଯିବ ବୋଲି ମତ ପ୍ରକାଶ କରିଛନ୍ତି । 
ଏହି କାର୍ଯ୍ୟକ୍ରମ ରେ ସଂସ୍ଥାର ବିନୀତା ଦାସ.ଗୀତାଞ୍ଜଳି ହିଆଲ.ମମତା ଚନ୍ଦନ.ଯୁବଳୀ ବୁଦ୍ଧିଆ.ରେଣୁକା ପଟେଲ.ପୂଜା ପଟ୍ଟନାୟକ.ସସ୍ମୀତା ମହାତୀ.ମୌସମୀ ସୁନା ନୀ.ସବୀତା ନାଏକ.ସ୍ମୁତୀ ସୁଧା ପାଢ଼ୀ.ଜାଗୃତୀ ମହାନ୍ଦ.ସିଙ୍ଗଧାରାଣୀ ମହାନ୍ଦ.ନମୀତା ତାଣ୍ଡି.ଦିଲୀପ ବାଗ (ସିକ୍ୟୁରୀଟି).ନମ୍ରତା ତାଣ୍ଡି. (ସିକ୍ୟୁରୀଟି) ଏବଂ ଅନେକ ସଦସ୍ୟ ମଧ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଦ୍ୱିତୀୟ ସଂନ୍ଧ୍ୟାରେ  ନାଟକ “ଗୁଟେ ରାତିର କଥା” ଓ “ସୀତାଚୋରୀ” ମଞ୍ଚସ୍ଥ   19-Mar-2026
  ଜିଲ୍ଲା  
*ସୋନପୁର କଲେଜ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କଲେ ଜିଲ୍ଲାପାଳ ଓ ଏସ୍ ପି*-   19-Mar-2026
  ଜିଲ୍ଲା  
ବଲାଙ୍ଗୀର ମ୍ୟୁନିସିପାଲିଟିରେ ଏଲ ପି ଜି ସିଲିଣ୍ଡର ଅବୈଧ ବ୍ୟବହାର ବିରୋଧରେ ଏନଫୋର୍ସମେଣ୍ଟ କାର୍ଯ୍ୟ   19-Mar-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ହିନ୍ଦୁ ନବବର୍ଷ ପାଳିତ ।   19-Mar-2026
  ଜିଲ୍ଲା  
ବିଧାନସଭାରେ ଉଠିଲା ସୁକତେଲ ପ୍ରକଲ୍ପ ବିସ୍ଥାପିତ ଓ ଖଣିଖନନ ପ୍ରସଙ୍ଗ   19-Mar-2026
  ଜିଲ୍ଲା  
ଆସନ୍ତା ମାର୍ଚ୍ଚ ୨୨ରୁ ୨୬ ପର୍ଯ୍ୟନ୍ତ ତାଲପାଲିପଡା ରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ   19-Mar-2026
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026

You Might Also Like