-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ସାରା ଭାରତ ବର୍ଷରେ ଦୁଇ ଦିନ ଧରି ସମସ୍ତ ବ୍ୟାଙ୍କ ର ଧର୍ମଘଟ ଏବଂ ଆନ୍ଦୋଳନ

16-Mar-2021



ବଲାଙ୍ଗୀର(ସନ୍ତୋଷ କୁମାର ଠାକୁର): ଯୁନାଇଟେଡ଼ ଫୋରମ ଅଫ ବ୍ୟାଙ୍କ ୟୁନିୟନ ପକ୍ଷରୁ ମାର୍ଚ୍ଚ ୧୪ ଓ ୧୫ ଦୁଇ ଦିନିଆ ଧର୍ମଘଟ ଡାକରା ଦିଆଯାଇଛି । ବଲାଙ୍ଗୀରରେ ଗୋଟେ ଦିନର ଧର୍ମଘଟ ଶାନ୍ତି ଶୃଙ୍ଖଳା ସହ ସମାପ୍ତ ହୋଇଥିବାବେଳେ ଆଜି ଦ୍ୱିତୀୟ ଦିନ ବ୍ୟାଙ୍କ କର୍ମଚାରୀ ଙ୍କ ଆନ୍ଦୋଳନ ଜାରି ରଖିଛନ୍ତି । ଏହି ବ୍ୟାଙ୍କ ଧର୍ମଘଟର ପ୍ରବାହ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ତୀବ୍ର ରୂପ ନେଉଥିବା ଦେଖିବାକୁ ମିଳିଛି । ବଲାଙ୍ଗୀର ସହର ମଧ୍ୟରେ ଥିବା ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଅଫିସ କାର୍ୟଲୟ ସମ୍ମୁଖରେ ଜିଲ୍ଲାର ସମସ୍ତ ବ୍ୟାଙ୍କ କର୍ମଚାରୀ ଆନ୍ଦୋଳନ କୁ ଓଲ୍ଲାଇଛନ୍ତି ଏବଂ ନାରାବାଜି ମାଧ୍ୟମରେ ସରକାରଙ୍କୁ ଚେତାଇ ଦାବି ଉପସ୍ଥାପନ କରିଛନ୍ତି। ଯାହା ଫଲରେ ଜିଲ୍ଲାରେ ଥିବା ସମସ୍ତ ବ୍ୟାଙ୍କ ଶାଖା ଗୁଡ଼ିକ ସମ୍ପୂର୍ଣ୍ଣ ବନ୍ଧ ରହିଛି। ଜାତୀୟତା କରଣ ବ୍ୟାଙ୍କ ଆଇନରେ ପରିବର୍ତ୍ତନ କରି ଘରୋଇ କରଣ କୁ ବିରୋଧ କରିବା ଦାବିରେ ବ୍ୟାଙ୍କ କର୍ମଚାରୀ ମାନେ ବ୍ୟାଙ୍କ ଧର୍ମଘଟ କରିଛନ୍ତି। ଏବଂ ଋଣ ଖିଲାପକାରି ପୁଞ୍ଜିପତିଙ୍କ ନାମ ସର୍ବସାଧାରଣରେ ପ୍ରକାଶ କରାଜାଉ ଭଳି ମତ ବ୍ୟକ୍ତ ରଖିଛନ୍ତି।ସମାନ ଭାବରେ ବ୍ୟାଙ୍କ ଓ ଜନତାଙ୍କ ଟଙ୍କା ଲୁଟ କରି ପଳାୟନ ଓ ଦେବାଳିଆଙ୍କ ପାଇଁ ଦାୟୀ କିଏ ଭଳି ପ୍ରଶ୍ନ ବାଢିଛନ୍ତି ? ଏବଂ ଅପରାଧିକ ଆଇନ ଲାଗୁ ନ କରିବାରେ ରହସ୍ୟ କଣ ? ବୋଲି ବ୍ୟାଙ୍କ ଧର୍ମଘଟ କରିଥିବା ଆନ୍ଦୋଳନକାରୀ ପ୍ରଶ୍ନ ଏବଂ ଯୁକ୍ତି ବାଢିଛନ୍ତି। ଯାହାକୁ ନେଇ ଏହାର ତୁରନ୍ତ ଏହି ଦିଗ ଉପରେ ସମାଧାନ କରନ୍ତୁ ବୋଲି ଦାବି ଉପସ୍ଥାପନ କରିଛନ୍ତି। ଆଗାମୀ ଦିନରେ ସରକାର ଙ୍କ ଏଭଳି ନୀତି ଜାରି ରୁହେ ତେବେ ଏହି ଆନ୍ଦୋଳନ ତଥା ଧାରଣା ତୀବ୍ର ରୂପ ନେବ ଏବଂ ସରକାର ଦାୟୀ ରହିବେ ବୋଲି ଆନ୍ଦୋଳନକାରୀ ଚେତାବନୀ ଦେଇଛନ୍ତି। ଏହି ଦୁଇ ଦିନର ସମୂହ ବ୍ୟାଙ୍କ କର୍ମଚାରୀଙ୍କ କାର୍ଯ୍ୟ ବନ୍ଧ ଆନ୍ଦୋଳନ ତଥା ଧାରଣା ଯୋଗୁଁ ଜନସାଧାରଣ ନାହିଁ ନ ଥିବାର ଅସୁବିଧାରେ ସମ୍ମୁଖୀନ ହେଉଥିବା ପରିଲକ୍ଷିତ ହୋଇଛି ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like