-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

ମାଙ୍କଡ ହାତରେ ଶାଳଗ୍ରାମ ସଦୃଶ, ୧୧ ମସିହାରେ ହୋଇଥିବା ସାମାଜିକ ଅର୍ଥନୈତିକ ସର୍ଭେ ରେ ବାଦ୍ ପଡ଼ିଥିବା ଆଦିବାସୀ ଗରିବ ପରିବାରଙ୍କ ଫୋଟୋ କହୁଛି, ଧନୀ ନାଁ ଗରୀବ

16-Mar-2021



ପାଟଣାଗଡ଼ (ଗୋରେଖନାଥ ବରିହା )  ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ସମୟରେ ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ସରକାର ଲୋକମାନଙ୍କ ସାମାଜିକ  ଅର୍ଥନୈତିକ ବିକାଶ ପାଇଁ  ଲୋକମାନଙ୍କ ବିଭିନ୍ନ ସ୍ଥିତି ର ଅନୁଧ୍ୟାନ  କରିବା  ୨୦୧୧ ମସିହାରେ ସାମାଜିକ ଅର୍ଥନୈତିକ ନୈତିକ ସର୍ଭେ ଆରମ୍ଭ କରିଥିଲେ । ହେଲେ ସର୍ଭେ ଅନୁସାରେ ଅନେକ ଗରିବ ଶ୍ରେଣୀର ଲୋକେ ସର୍ଭେ ରୁ ବାଦ୍ ପଡ଼ିଥିବା ରୁ ସେମାନେ ସରକାରୀ ସୁବିଧା ସୁଯୋଗରୁ ବଞ୍ଚିତ ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ ଅନୁଯାୟୀ ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ବ୍ଳକ ସୋଲବନ୍ଦ ପଞ୍ଚାୟତ ସୋଲବନ୍ଦ ଗ୍ରାମ ର ଗରୀବ ଆଦିବାସୀ ବିଧବା ମହିଳା ପାଞ୍ଚ ବରିହା ଙ୍କ ପରିବାର  ସର୍ଭେ ରୁ ବାଦ୍ ଦିଆଯାଇଛି । ସେ ତାଙ୍କ ପୁଅ ,ବହୁ  ଝିଅ ନାତି ନାତୁଣୀ  ମିଶି ୮ ଜଣ ଙ୍କୁ ନେଇ ଅତି କଷ୍ଟରେ ପରିବାର ପୋଷଣ କରୁଛନ୍ତି । ତାଙ୍କୁ ବିଧବା ଭତ୍ତା ମିଳିଥିବା ବେଳେ ତାଙ୍କ ଦିବ୍ୟାଙ୍ଗ ଝୀଅଙ୍କୁ ମଧ୍ୟ  ଭତ୍ତା ମିଳୁନଥିବା ଅଭିଯୋଗ କରିଛନ୍ତି । ବିଧବା ପାଞ୍ଚ ବରିହା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ଅନେକ ଥର  ପ୍ରଶାସନ ପାଖରେ ଲିଖିତ  ଗୁହାରି କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନଥିଲା । ଶେଷ ରେ ପାଞ୍ଚ ନିଜ ହକ ପାଇଁ ବ୍ଳକ କାର୍ଯ୍ୟାଳୟ ରେ ଧାରଣ ଦେବାକୁ ବିଡିଓ ଙ୍କୁ ଜଣାଇଥିଲେ । ହେଲେ  ୨୦୧୧ ମସିହାରେ ହୋଇଥିବା ସାମାଜିକ ଅର୍ଥ ନୈତିକ ସର୍ଭେ ଅନୁସାରେ ତାଙ୍କର ନାମ ନଥିବା ଯୋଗୁଁ ପ୍ରାଶାସନ ପକ୍ଷରୁ ଧାରଣା ରୁ ହଟି ଯିବା ପାଇଁ ଲିଖିତ ଜଣାଇଦିଆ ଯାଇଛି ବୋଲି ଗରିବ ଆଦିବାସୀ ବିଧବା ମହିଳା ପାଞ୍ଚ ବରିହା କୋହଭରା କଣ୍ଠରେ କୁହନ୍ତି ।
ସରକାର ଗରିବ ଲୋକଙ୍କ ପାଇଁ ଅନେକ ଯୋଜନା ର ସୁପରିଚାଳନା ପାଇଁ  ସର୍ଭେ ଓ ନିରିକ୍ଷଣ କାମ ରେ ,ଶିକ୍ଷକ,ଶିକ୍ଷୟିତ୍ରୀ ଙ୍କ  ସମେତ ଅନେକ ସରକାରୀ କର୍ମଚାରୀ ଅଧିକାରୀ ମାନଙ୍କୁ ଉକ୍ତ କାମ ରେ ନିଯୁକ୍ତି ଦେଇଥାନ୍ତି । ହେଲେ ବାସ୍ତବିକ ରେ ପାଞ୍ଚ ବରିହା ଙ୍କ ପକ୍ଷରେ  ୨୦୧୧ ର ସାମାଜିକ ଅର୍ଥନୈତିକ ନୈତିକ ସର୍ଭେ କାମ ରେ ନିଯୁକ୍ତଥବା ସରକାରୀ ଅଧିକାରୀ ପାଞ୍ଚ ବରିହା ଙ୍କ ପରିବାର  ସର୍ଭେ ରେ ବାଦ୍ ପଡ଼ିଥିବା ନେଇ ମାଙ୍କଡ ହାତରେ ଶାଳଗ୍ରାମ ସଦୃଶ ହେଉଛି ବୋଲି ମତ ପ୍ରକାଶ ପାଉଛି ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like