-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
16-Mar-2021
ବଲାଙ୍ଗିର (ସନ୍ତୋଷ କୁମାର ଠାକୁର): ଆଜି ବଲାଙ୍ଗିର ଜିଲ୍ଲାରେ ତିନି ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l ବଲାଙ୍ଗିର ମୁନିସିପାଲଟି ର ୱାର୍ଡ଼ ନଂ11 ରୁ ତିନି ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ପ୍ରକାଶ l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8865 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 11 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8812ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି l