-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଅପରାଧ

ବାଲିଗୁଡା:୫ଲକ୍ଷ ରୁ ଉର୍ଦ୍ଧ ଟଙ୍କାର ଗଞ୍ଜେଇ ଚାଲାଣ ଘଟଣାରେ ପୁଣି ଜଣେ କୋର୍ଟ ଚାଲାଣ :ଗିରଫ ସଂଖ୍ୟା ଦୁଇ ହେଲା

16-Mar-2021



ବାଲିଗୁଡା,(ପ୍ରେରଣା ଖବର ବ୍ୟୁରୋ) : ଚଳିତ ମାସ ୧୨ ତାରିଖ ସନ୍ଧ୍ୟାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ ସିନ୍ଦ୍ରିଗାଁ ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସ ଆଇ ରଚିତା ମାଡ଼କାମୀ  ଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟ ରେ ସିନ୍ଦ୍ରିଗାଁ ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି ଗାଡିକୁ ଅପେକ୍ଷା କରିଥିବା ସମୟରେ ମୋହନଗିରି ଅଞ୍ଚଳର ବପିତା ମାଝୀ ଧରାପଡ଼ିଥିଲା l ସେଥିରୁ ୧୦୩ କେଜି ୫୦୦ ଗ୍ରାମ ଗଂଜେଇ ଜବତ ହୋଇଥିଲା  l  ଏ ନେଇ  ଥାନାରେ ଏକ ମାମଲା ନଂ.୪୭/୨୧ ରେ ରୁଜୁ କରି ବାଲିଗୁଡା  ସୁନାପାଙ୍ଗା ସାହିରେ ରହୁଥିବା ମୋହନଗିରି ଅଞ୍ଚଳର ବପିତା ମାଝୀଙ୍କୁ ଉକ୍ତ ଦିନ ଗିରଫ କରି କୋର୍ଟ ଚାଲାଣ କରିଥିଲେ l ହେଲେ ଏହି ଘଟଣାରେ ସଂଶ୍ଲିଷ୍ଟ ଅନ୍ୟ ଅଭିଯୁକ୍ତ ମୋହନଗିରି ଅଞ୍ଚଳର ବିଜୟ ମାଝୀଙ୍କୁ ଆଜି ମଙ୍ଗଳବାର ଦିନ ବାଲିଗୁଡା ଏସଡିପିଓ ମନୋଜ କୁମାର ପୂଜାରୀ ଓ ପୋଲିସ ସଦଳବଳ ପାଟ୍ରୋଲିଂ କରୁଥିବା ସମୟରେ ଶ୍ରୀ ପୂଜାରୀ ଚତୁରତାର ସହ କାବୁ କରି କୋର୍ଟ ଚାଲାଣ କରିଥିବା ବେଳେ ଅନ୍ୟ କେହି ଏ ଘଟଣାରେ ସଂଶ୍ଲିଷ୍ଟ ଅଛନ୍ତି ସେ ନେଇ ଏସଆଇ ରବିନ୍ଦ୍ର ମୁଣ୍ଡାରୀ ତଦନ୍ତ ଭାର ଗ୍ରହଣ କରିଥିବା ବିଷୟ  ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସୂଚନା ପ୍ରଦାନ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like