-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଦେଶବ୍ୟାପୀ ବୃହତ ରକ୍ତଦାନ ଶିବିର ପାଇଁ ପ୍ରସ୍ତୁତି ବୈଠକ

16-Mar-2021



କଣ୍ଟାବାଞ୍ଜି (ପ୍ରେରଣା ଖବର) :ଚଳିତ ମାସ୨୩ ତାରିଖରେ ଶହୀଦ ଭଗତସିଂ,ସୁଖଦେବ ଓ ରାଜଗୁରୁଙ୍କ ବଳିଦାନ ଦିବସ ଉପଲକ୍ଷେ ଏକ ବୃହତ ରକ୍ତଦାନ ଶିବିର ଭାରତର ୬ଶହ ସହରରେ ଏକକାଳୀନ ଅନୁଷ୍ଠିତ ହେବ।ହରିୟାଣାର ନିଫା ଅନୁଷ୍ଠାନ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ସମ୍ବେଦନା ନାମକ ବୃହତ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରାୟ୧୫୦୦ କେନ୍ଦ୍ରରେ ୯୦ ହଜାର ୟୁନିଟ ରକ୍ତ ସଂଗ୍ରହ ହେବାର ଲକ୍ଷ୍ୟ ରଖାଯାଇଛି।ଆନ୍ତର୍ଜାତିକ ରକ୍ତ ଏବଂ ପ୍ଳାଜମା ଦାନ ସଚେତନତା ଅଭିଯାନ କ୍ରମରେ ଓଡ଼ିଶାର ସମସ୍ତ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।ଏହି ପରିପ୍ରେକ୍ଷୀରେ ମାଝୀପଡା ପ୍ରାଥମିକ ବିଦ୍ୟାଳୟ ଓ ନିର୍ଝରିଣୀ,କଣ୍ଟାବାଞ୍ଜିର ମିଳିତ ସହଯୋଗରେ କଣ୍ଟାବାଞ୍ଜିସ୍ଥିତ ବିଜୁ ପଟ୍ଟନାୟକ ରକ୍ତ ଭଣ୍ଡାରରେ ଦିନ ୧୦ଟାରୁ ଅପରାହ୍ନ ୪ଟା ସମୟ ପର୍ଯ୍ୟନ୍ତ ଶିବିର ଚାଲିବାକୁ ନିଷ୍ପତ୍ତି ନିଆଯାଇଛି।ପ୍ରକୃତିବନ୍ଧୁ ତଥା ଜୁନିଅର ରେଡ଼କ୍ରସର କାଉନସେଲର ବିରଞ୍ଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ସ୍ଥାନୀୟ ହରିଭବନ ଠାରେ ଅନୁଷ୍ଠିତ ଏକ ପ୍ରସ୍ତୁତି ବୈଠକରେ ଶ୍ରୀ ଦାଶ ଶିବିରର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଏହି ବୈଠକରେ ଅଧିବକ୍ତା ସତ୍ୟ ନାରାୟଣ ରାଏ,ପ୍ରେମରାଜ ପାଣିଗ୍ରାହୀ, ସତ୍ୟ ପ୍ରକାଶ ସାହୁ, ବିକାଶ ବର୍ଗେ,ଦୀନେଶ ମହାନନ୍ଦ, ସପ୍ତମ କିଶୋର ବେହେରା, ଥମିର ଛତ୍ରିଆ, ବିମଳ କୁମାର ହାତୀ, ତରୁଣ ବାରିକ,ଲୋଚନ ବାରିକ,ବୁଠି ବାରିକ,ରବିନାରାୟଣ ତ୍ରିପାଠୀ, ଲକ୍ଷ୍ମଣ ରାଉତରାୟ,ରମେଶ ବାରିକ,ଉମେଶ ବେହେରା, ସମେତ ପ୍ରେସ କ୍ଳବ, ସାମ୍ବାଦିକ ସଂଘ, ବାରିକ ସଂଘ, ମାଳି ସମାଜ, ହେମାଳ ସଂଘ,କନିଷ୍ଠ ଶିକ୍ଷକ ସଂଘ, ଏକ୍ସ କେଡର ଶିକ୍ଷକ ସଂଘ, ନୂତନ ପେନସନ ଧାରୀ ପ୍ରାଥମିକ ଶିକ୍ଷକ ସଂଘ, ବ୍ରାହ୍ମଣ ସମାଜ, ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘର କର୍ମକର୍ତ୍ତା ମାନେ ସାହାଯ୍ୟ ସହଯୋଗ କରିବାକୁ ସହମତି ପ୍ରଦାନ କରିଥିଲେ।ପରିଶେଷରେ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like