-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||     

HOME   

30-Nov--0001



ବରଗଡ଼ (ମୁକୁନ୍ଦ ଦାସ) : ଆଜି ଚାଉଁରପୁର ସ୍ଥିତ ରତ୍ନାକର ବେହେରା ଏମ୍ ଇ ସ୍କୁଲ ରେ 5 ଜଣ ବରିଷ୍ଠ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବଦ୍ଧନା ଦିଆଗଲା।ଅବସର ଗ୍ରହଣ କରିଥିବା ଶିକ୍ଷକମନଙ୍କୁ ସମ୍ମାନିତ କରାଯାଇଥିଲା।ସେମାନେ ହେଲେ  ଶତ୍ରୁଘ୍ନ ସେଠ , ପ୍ରଶାନ୍ତ କୁମାର ମିଶ୍ର,  ରଞ୍ଜନ ବିଶ୍ୱାଳ,  ଟିକେଶ୍ୱର ବିଶ୍ୱାଳ ଏବଂ  ଜୟନ୍ତ କୁମାର ପତି।ଏହି ସମାରୋହ ରେ ବ୍ଲକ ଶିକ୍ଷା ଅଧିକାରୀ ଡ଼ଃ ମୁରଲୀଧର ବେହେରା, ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ।ଏତଦବ୍ୟତୀତ ବ୍ଲକର ସମସ୍ତ ଏ ବି ଇ ଓ ଯଥା  ପ୍ରଫୁଲ୍ଲ ପ୍ରଧାନ, ରମେଶ ମିଶ୍ର,ଶ୍ରୀମତୀ ପଦ୍ମିନୀ ନାୟକ, ଶ୍ରୀମତୀ ସୁସ୍ମିତା ପାଟଯୋଶୀ ଯୋଗ ଦେଇଥିଲେ।ଏଥିରେ ସିଆରସିସି  ରାଧେଶ୍ୟାମ ରଣା ସଭାପତିତ୍ୱ କରିଥିଲେ ଏବଂ ମଞ୍ଚ ପରିଚାଳନା କରିଥିଲେ  ରାଜେଶ ପଟନାୟକ ଓ ଡାନିଏଲ ବାରିକ।ସମସ୍ତ ଅତିଥିଙ୍କୁ  ଫୁଲତୋଡା ଉତ୍ତରିୟ ତଥା ଗୀତା ପ୍ରଦାନ କରିଥିଲେ।ଏଥିରେ ସୁଶାନ୍ତ ଭୋଇ ଓ ସୁରେଶ ଚୌହାନ କବିତା ପାଠ କରିଥିଲେ। ଜିତେନ୍ଦ୍ର ସିଂହ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ।ସମସ୍ତ ବକ୍ତାଗଣ ଅବସର ନେଉଥିବା ଶିକ୍ଷକ ମାନଙ୍କର ଆଗାମୀ ଜୀବନ ପାଇଁ ଶୁଭ କାମନା କରିଥିଲେ। ଏହି ସମାରୋହକୁ ସଫଳମଣ୍ଡିତ କରିବା ପାଇଁ ମୌସୁମ ପଟେଲ,ପବିତ୍ର ନାଗ, ଚତୁର୍ଭୁଜ ଭୋଇ, ଆସିଫ ଅକ୍ତର, ନିର୍ମଳ ପ୍ରଧାନ, ପ୍ରଫୁଲ୍ଲ ବାଦୀ, ନାରାୟଣ ଲୁହା, ଶୋବନାଥ ନାଗ, ଘନଶ୍ୟାମ ସେଠ,ସୈରୀନ୍ଧ୍ରି ପ୍ରଧାନ, ସତ୍ୟଭାମା ସାହୁ,ତାପସ୍ୱିନୀ ମଲ୍ଲିକ, ବିବସ୍ତ ମେହେର, ତାପସ୍ୱିନୀ ପତି, ସୁରମା ମହାକୁର, ସୁଧାଂଶୁ ସାହୁ,ଚିନାମାଲି ଗରଡ଼ିଆ ସହଯୋଗ କରିଥିଲେ।ସମସ୍ତ କାର୍ଯ୍ୟକୁ ବରିଷ୍ଠ ଶିକ୍ଷକ  ଗୋଲାପ କଲାରୀ ତଦାରଖ କରିଥିଲେ ଏବଂ  ଉପେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026

You Might Also Like